ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ ମନୋରଞ୍ଜନ ବାରିକ୍

Published By : Prameya-News7 Bureau | December 27, 2018 IST

ସୋର ୨୭|୧୨:  ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ । ବାଲେଶ୍ବର ଜିଲ୍ଲା ସୋରରେ ପ୍ରଧାନଶିକ୍ଷକ ମନୋରଞ୍ଜନ ବାରିକଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଛାପା ମାରିଲା ଭିଜିଲାନ୍ସ । ବାଲିଆପାଳ ବ୍ଲକ୍ ପଞ୍ଚୁପାଲି ହାଇସ୍କୁଲର ପ୍ରଧାନଶିକ୍ଷକ ମନୋରଞ୍ଜନ ବାରିକ୍ । ମନୋରଞ୍ଜନଙ୍କ ଖନ୍ତାପଡା ସ୍ଥିତ ବାସଭବନରେ ବାଲେଶ୍ବର ଭିଜିଲାନ୍ସ ଅଧିକାରୀଙ୍କ ପକ୍ଷରୁ ଚଢାଉ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.