Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ଭିଜିଲାନ୍ସ ଜାଲରେ ଉଚ୍ଚ ବିଦ୍ୟାଳୟ ଶିକ୍ଷକ

2/07/2019 at 3:34 PM

ପଦ୍ମପୁର ୨|୭: ପଦ୍ମପୁର ରାଜବଦସମ୍ବର ଉଚ୍ଚ ବିଦ୍ୟାଳୟର ଏନସିସି ଶିକ୍ଷକ ମୋହନ ବଂଚୋରଙ୍କ ଘରେ ଭିଜିଲାନ୍ସ ରେଡ଼ ହୋଇଛି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଶିକ୍ଷକଙ୍କ ପଦ୍ମପୁର ସ୍ଥିତ ବାସଭବନ, ପଦ୍ମପୁର ଉପଖଣ୍ଡ ବାରିକେଲ ଗ୍ରାମ ସ୍ଥିତ ତାଙ୍କର ପୈତୃକ ବାସଭବନ ଏବଂ ବିଦ୍ୟାଳୟ କାର୍ଯ୍ୟାଳୟରେ ବରଗଡ଼ ଭିଜିଲାନ୍ସ ତରଫରୁ ଭିଜିଲାନ୍ସ ଡିଏସପି ବୀରେନ୍ଦ୍ର କୁମାର ନାୟକଙ୍କ ନେତୃତ୍ବରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଛି।

   Related Posts