Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

ଲଗାଣ ବର୍ଷାରେ ଧସିଲା ପାହାଡ, ରାସ୍ତା ଉପରେ ପଡିରହିଛି ପଥର ଖଣ୍ଡ

13/10/2020 at 4:00 PM

ବ୍ରହ୍ମପୁର ୧୩।୧୦: ଲଗାଣ ବର୍ଷାରେ ଧସିଗଲା ପାହାଡ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ଆଙ୍କୁଲିରେ ଲଗାଣ ବର୍ଷା ଯୋଗୁଁ ପାହାଡ ଧସି ଯାଇଛି । ଫଳରେ ଆଙ୍କୁଲି ପଞ୍ଚାୟତ ତଡକାସାହି ଓ ଚରିଆବାଦ ରାସ୍ତା ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି । ସେହି ରାସ୍ତା ଦେଇ ଯାତାୟତ ବାଧାପ୍ରାପ୍ତ ହୋଇଛି ।

ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଥିବା ଦେଖିବାକୁ ମିଳିଛି । ଲଗାଣ ବର୍ଷା ଯୋଗୁଁ ପାହାଡରୁ ମାଟି ଅତଡା ଧସି ଯାଇଛି । ପାହାଡ ଉପରୁ ମାଟି ଅତଡା ଧସି ରାସ୍ତା ଉପରେ ପାହାଡ ଭଳି ଗଦା ହୋଇଛି । ଫଳରେ ସେହି ରାସ୍ତା ଦେଇ ଯାତାୟତ ବାଧାପ୍ରାପ୍ତ ହୋଇଛି ।

   Related Posts