Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

ବିଧାନସଭା ଓ ଲୋକସଭା ନିର୍ବାଚନରେ ଓଡିଶାରେ ପ୍ରାର୍ଥୀ ଦେବ ହିନ୍ଦୁସ୍ଥାନ ନିର୍ମାଣ ଦଳ

24/02/2019 at 2:13 PM

କଟକ ୨୪|୨: କଟକରେ ପହଞ୍ଚିଛନ୍ତି ପ୍ରଖର ରାଷ୍ଟ୍ରବାଦୀ ନେତା ତଥା ନବଗଠିତ ହିନ୍ଦୁସ୍ତାନ ନିର୍ମାଣ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରବୀଣ ତୋଗାଡିଆ । କଟକ ବାଲିଯାତ୍ରା ପଡିଆରେ ଆୟୋଜିତ ଏକ ସାଧାରଣ ସଭାରେ ଦଳର ଓଡିଶା ଶାଖାର ଉଦଘାଟନ କରିବା ସହ ସମସ୍ତ ବିଧାନସଭା ଓ ଲୋକସଭା ନିର୍ବାଚନ ମଣ୍ଡଳୀରେ ଦଳ ପ୍ରାର୍ଥୀ ଦେବ ବୋଲି ମଧ୍ୟ ଘୋଷଣା କରିଛନ୍ତି ତୋଗାଡିଆ । ଏହାସହ ଓଡିଶା ଶାଖାର ୨୫ଜଣିଆ କାର୍ଯ୍ୟକାରୀ କମିଟି ମଧ୍ୟ ଘୋଷଣା କରାଯାଇଛି । ବିଶ୍ବରଞ୍ଜନ ଜେଠୀଙ୍କୁ ଓଡିଶାର ସଭାପତି ଭାବେ ଘୋଷଣା କରାଯାଇଛି ।

   Related Posts