Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ହିଙ୍ଗୁଳା କୋଇଲା ଖଣିରୁ ଅଚିହ୍ନା ମୃତଦେହ ଉଦ୍ଧାର

28/08/2020 at 9:35 AM

 ତାଳଚେର୨୮/୮: ହିଙ୍ଗୁଳା କୋଇଲା ଖଣିରୁ ଅଚିହ୍ନା ମୃତଦେହ ଉଦ୍ଧାର। ତାଳଚେର ହିଙ୍ଗୁଳା କୋଇଲା ଖଣିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ବର୍ତ୍ତମାନ ସୁଦ୍ଧା ମୃତ ବ୍ୟକ୍ତିଙ୍କ ପରିଚୟ ମିଳି ନାହିଁ କିନ୍ତୁ ଏହି ମୃତ ବ୍ୟକ୍ତି ଜଣଙ୍କ କୁମୁଣ୍ଡା ଗାଁର ରାଶ କିଶୋର ସାହୁ ବୋଲି ଆଲୋଚନା ହେଉଛି। ପ୍ରକୃତରେ ଏହି ମୃତଦେହଟି କାହାର, କେହି ସଠିକ୍ ଭାବେ ଚିହ୍ନଟ କରି ପାରି ନାହାନ୍ତି। ମୃତଦେହକୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ମଧ୍ୟ ଲାଗିଛି।

   Related Posts