Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ବହ୍ମପୁର : ବୋଲେରୋ ଧକ୍କାରେ ଜଣେ ମୃତ
  • ||
  • ଆଜିଠୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଳଚେରରେ ଅର୍ଥନୈତିକ ଆନ୍ଦୋଳନ, ସମସ୍ତ ଖଣିରୁ କୋଇଲା ଉତ୍ପାଦନ ସହ ପରିବହନ ବନ୍ଦ
  • ||
  • ନୂଆଦିଲ୍ଲୀ : ୩ ବର୍ଷରେ ପୂରା ହେବ ରାମ ମନ୍ଦିର ନିର୍ମାଣ
  • ||
  • ପୁଣି ନବୀନ ପଟ୍ଟନାୟକ ଏକ ନମ୍ବର, ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାର ଶୀର୍ଷରେ
  • ||
  • ଢେଙ୍କାନାଳ : କଳିଙ୍ଗ ଝୋଟ କାରଖାନାରେ ଅଘଟଣ, ମେସିନରେ ଚାପି ହୋଇ ଶ୍ରମିକ ମୃତ
  • ||
  • ଭଞ୍ଜନଗର : ଘରୋଇ କଳି ହେଲା କାଳ, ଦାଦାର ଛୁରାମାଡ଼଼ରେ ଝିଆରୀ ଆହତ
  • ||

ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ବନ୍ଦ କରାଗଲା

27/07/2018 at 12:43 PM

ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ବନ୍ଦ କରାଗଲା |ବର୍ତ୍ତମାନ ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି | ବାମ ପାର୍ଶ୍ବରେ ୪ଟି ଗେଟ୍ ଏବଂ ଡାହାଣ ପାର୍ଶ୍ବରେ ୩ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି | ମଧ୍ୟାହ୍ନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୦.୦୮ ଫୁଟ୍ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୯୨ ହଜାର ୬୦୨ ଘନଫୁଟ ଜଳ | ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୧୯ ହଜାର ୯୦୮ ଘନଫୁଟ ଜଳ

   Related Posts