ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ବନ୍ଦ କରାଗଲା
27/07/2018 at 12:43 PM

ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ବନ୍ଦ କରାଗଲା |ବର୍ତ୍ତମାନ ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି | ବାମ ପାର୍ଶ୍ବରେ ୪ଟି ଗେଟ୍ ଏବଂ ଡାହାଣ ପାର୍ଶ୍ବରେ ୩ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି | ମଧ୍ୟାହ୍ନ ୧୨ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୦.୦୮ ଫୁଟ୍ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୯୨ ହଜାର ୬୦୨ ଘନଫୁଟ ଜଳ | ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୧୯ ହଜାର ୯୦୮ ଘନଫୁଟ ଜଳ
Related Posts
ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
25 January 2021
ରାସ୍ତାରେ ଟ୍ରାକ୍ଟର ବୋଝେଇ ଧାନ ରଖି ଅବରୋଧ, ଯାତାୟତ ବାଧାପ୍ରାପ୍ତ
25 January 2021