Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଜରେ ଝୁଲିଛି ଯାତ୍ରୀବାହୀ ବସ୍‌, ଅଳ୍ପକେ ବର୍ତ୍ତିଲେ ୫୦ରୁ ଅଧିକ ଯାତ୍ରୀ
  • ||
  • ଆଜିଠୁ ଖୋଲିଲା ଭିତରକନିକା, କୁମ୍ଭୀର ଗଣନା ପାଇଁ ଗତ ୧୫ ତାରିଖଠାରୁ ବନ୍ଦ ଥିଲା ଜାତୀୟ ଉଦ୍ୟାନ
  • ||
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||

ଖୋଲିଲା ହୀରାକୁଦ ଗେଟ

24/07/2018 at 8:57 AM

ଖୋଲିଲା ହୀରାକୁଦ ଗେଟ | ୭ନମ୍ବର ଗେଟ ପ୍ରଥମେ ଖୋଲାଯାଇଛି | ବାକି ଗେଟଗୁଡିକ ପର୍ଯ୍ୟାୟକ୍ରମେ ଖୋଲାଯିବ | ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ପାଇଁ କର୍ତ୍ତୃପକ୍ଷ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି | ତେବେ ୨୪ ଘଣ୍ଟିଆ ସତର୍କ ସୂଚନା ଜାରି କରାଯାଇଛି | ଗତକାଲି ସନ୍ଧ୍ୟା ୬ଟାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ଥର ୬୧୭.୮୭ ଫୁଟରେ ପହଁଚିଥିବା ବେଳେ ଜଳଭଣ୍ଡାରକୁ ୧ଲକ୍ଷ ୪୦ ହଜାର କ୍ୟୁସେକ ଜଳ ପ୍ରବେଶ କରିଛି |

   Related Posts