Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୨ଟି ଗେଟ୍, ବର୍ତ୍ତମାନ ୬ଟି ଗେଟ୍ ଦେଇ ଜଳ ନିଷ୍କାସିତ

26/07/2021 at 9:46 AM

ସମ୍ବଲପୁର ୨୬।୭: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ସ୍କୁଇସ୍ ଗେଟ୍ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୬ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସିତ ଜାରି ରହିଛି ।

ଉଲ୍ଲେଖଯୋଗ୍ୟ ଯେ, ଗତ ଶନିବାର ଦିନ ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍ ଖୋଲିଥିଲା । ବାମ ପାର୍ଶ୍ବର ୩ଟି ସ୍ଲୁଇସ୍ ଗେଟ୍ ଖୋଲାଥିବାବେଳେ ଡାହାଣ ପାର୍ଶ୍ବର ଗୋଟିଏ ସ୍ଲୁଇସ୍ ଗେଟ୍ ଖୋଲିଥିଲା । ଏବେ ଆଉ ୨ଟି ସ୍ଲୁଇସ୍ ଗେଟ୍ ଖୋଲିଥିବାରୁ ମୋଟ୍ ୬ଟି ଗେଟ୍ ଦେଇ ଡ୍ୟାମ୍ ମଧ୍ୟରୁ ଜଳ ନିଷ୍କାସିତ ହେଉଛି ।

   Related Posts