Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IIFLରୁ ସୁନା ଲୁଟ୍ ମାମଲା : ଆଉ ୨ ଜଣଙ୍କୁ ବାନ୍ଧିଲା ପୋଲିସ, ମୁଖ୍ୟ କାର୍ପଟଦାର ଲାଲାର ଥିଲେ ସହଯୋଗୀ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୫୦ କରୋନା ସଂକ୍ରମିତ, ୩୧୭୭୮୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କନ୍ଧମାଳ : କନ୍ଧମାଳରେ ଅପରେସନ ଗ୍ରୀନ କ୍ଲିନ୍ , ପୁଣି ୧୯ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||

ବଢୁଛି ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର

23/07/2018 at 7:41 AM

ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୫ ଫୁଟ ରାହିଛି ।ପ୍ରତି ୩ ଘଣ୍ଟାରେ ଜଳଭଣ୍ଡାରକୁ ପ୍ରବେଶ କରୁଛି ୧୭ ଲକ୍ଷ ୬ ହଜାର ୯୦୯ ଘନଫୁଟ ଜଳ ।ପ୍ରତି ୩ ଘଣ୍ଟାରେ ନିଷ୍କାସିତ ହେଉଛି ୩୭୦ ଘନଫୁଟ ଜଳ ଗତ ୩ ଘଣ୍ଟାରେ ମହାନଦୀ ଉପରମୁଣ୍ଡରେ ୩୦ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ତଳମୁଣ୍ଡରେ ୧୩୦.୬୧ ମିଲିମିଟର ବର୍ଷା ରେକର୍ଡ ହୋଇଛି।ଆସନ୍ତାକାଲି ସକାଳ ୧୧ଟା ବେଳେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏଥିପାଇଁ ମହାନଦୀ ଉପକୂଳ ୮ ଜିଲ୍ଲାର ଜିଲ୍ଲାପାଳଙ୍କ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ମାଇକ ଯୋଗେ ପ୍ରଚାର କରାଯାଇଛି |

   Related Posts