ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

Published By : Prameya-News7 Bureau | October 04, 2019 IST

ସମ୍ବଲପୁର ୪।୧୦: ହୀରାକୁଦ ଜଳଭଣ୍ଡାରର ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୨ଟି ଓ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୯.୬୨ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୯୯ ହଜାର ୮୭୧ କ୍ୟୁସେକ୍‌ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୮୭ ହଜାର ୧୬୬ କ୍ୟୁସେକ୍ ଜଳ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.