Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • IIFLରୁ ସୁନା ଲୁଟ୍ ମାମଲା : ଆଉ ୨ ଜଣଙ୍କୁ ବାନ୍ଧିଲା ପୋଲିସ, ମୁଖ୍ୟ କାର୍ପଟଦାର ଲାଲାର ଥିଲେ ସହଯୋଗୀ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୫୦ କରୋନା ସଂକ୍ରମିତ, ୩୧୭୭୮୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କନ୍ଧମାଳ : କନ୍ଧମାଳରେ ଅପରେସନ ଗ୍ରୀନ କ୍ଲିନ୍ , ପୁଣି ୧୯ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||

ନଦୀବନ୍ଧରେ ଫାଟ : ଭୟଭୀତ ଲୋକେ

20/10/2019 at 8:48 AM

ଭଦ୍ରକ ୨୦/୧୦: ଧାମନଗର ବ୍ଲକ ପଧାନୀ ପଞ୍ଚାୟତ ଶଇଲ ଠାରେ କୋଚିଳା ନଦୀବନ୍ଧ ଡାହାଣପାର୍ଶ୍ବରେ ୨୦୦ ମିଟରରୁ ଅଧିକ ଫାଟ ସୃଷ୍ଟି ହୋଇଛି ।ଗତକାଲି  ସନ୍ଧ୍ୟାରେ ହଠାତ ନଦୀ ବନ୍ଧ ମଝିରୁ ଫାଟ ହୋଇଛି।ଫଳରେ ସେଠାକାର ବାସିନ୍ଦା ଭୟଭୀତ ଅବସ୍ଥାରେ ଅଛନ୍ତି।

 ଏହି ଘଟଣା ବାରମ୍ବାର ଘଟୁଥିବା କଥା କହିଛନ୍ତି ନଦୀକୂଳିଆ ବାସିନ୍ଦା ମାନେ ।ଗତକାଲି ବିଳମ୍ବିତ ରାତିରେ ଧାମନଗର ବିଧାୟକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠି ଘଟଣା ପରିଦର୍ଶନ କରିଥିବା ଜଣାପଡିଛି ।

   Related Posts