Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ଲଗାଣ ବର୍ଷାରେ ପୁଣି ବେହାଲ ମାଲକାନଗିରି ଜିଲ୍ଲା : ବନ୍ୟା ଆଶଙ୍କାରେ ଆଜି ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା

7/08/2019 at 9:29 AM

ମାଲକାନଗିରି ୭|୮: ଲଗାଣ ବର୍ଷାରେ ପୁଣି ବେହାଲ ମାଲକାନଗିରି ଜିଲ୍ଲା । ପୋଟେରୁ, କାଙ୍କୁରୁକୁଣ୍ଡା, କୋରୁକୁଣ୍ଡା ଓ ଏମ୍ ଭି-୩୭ ପୋଲ ଉପରେ ୪-୫ ଫୁଟ ପାଣି ପ୍ରବାହିତ ହେଉଛି । ଫଳରେ ୩୨୬ ନଂ ଜାତୀୟ ରାଜପଥରେ ଯାତାୟତ ଠପ୍ ହୋଇଯାଇଛି ।

କାଲିମେଳା, ମୋଟୁ ଅଞ୍ଚଳ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି । ବନ୍ୟା ଆଶଙ୍କାକୁ ଦେଖି ଆଜି ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ।

   Related Posts