Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଉପସ୍ଥାନକୁ ନେଇ ବଚସା, ଫାଣ୍ଡି ଅଧିକାରୀଙ୍କୁ ପିଟିଲେ ହୋମ୍‌ଗାର୍ଡ

4/08/2020 at 9:52 AM

କଳାହାଣ୍ଡି ୪।୮: ପୋଲିସକୁ ପିଟିଲା ପୋଲିସ । ଫାଣ୍ଡିରେ ଜଣେ ପୋଲିସ କର୍ମଚାରୀ ଅନ୍ୟ ଜଣେ ପୋଲିସ କର୍ମତାରୀଙ୍କୁ ଆକ୍ରମଣ କରିଛି । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଦୃଶ୍ୟ ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଗୁଣପୁର ଫାଣ୍ଡି ଅଧିକାରୀ ଦିଗାମ୍ବର ସାହୁଙ୍କୁ ହୋମଗାର୍ଡ ଚୈତନ୍ୟ ପ୍ରଧାନୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ହୋମଗାର୍ଡଙ୍କ ଉପସ୍ଥାନକୁ ନେଇ ଫାଣ୍ଡି ଅଧିକାରୀ ପ୍ରଶ୍ନ ଉଠାଇଥିଲେ । ଯାହାକୁ ନେଇ ହୋମଗାର୍ଡ ଉତକ୍ଷିପ୍ତ ହୋଇ ଉଠିଥିଲେ । ଫଳରେ ସେ ଫାଣ୍ଡି ଅଧିକାରୀଙ୍କୁ ଆକ୍ରମଣ କରିଥବା ସୂଚନା ମିଳିଛି । ତେବେ ଏ ନେଇ  ଥୁଆମୂଳ ରାମପୁର ଥାନାରେ ମାମଲା ରୁଜୁ ହୋଇଛି । ତେବେ ଖବର ଲେଖା ହେବା ପର୍ଯ୍ୟନ୍ତ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡିଥିଲା ।

   Related Posts