Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ହୋମ୍‌ଗାର୍ଡଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?

19/10/2019 at 12:42 PM

ପୁରୀ ୧୯।୧୦: ହୋମଗାର୍ଡ଼ଙ୍କ ଆତ୍ମହତ୍ୟା। ବେକରେ ରଶି ଲଗାଇ ପଙ୍ଖାରେ ଝୁଲିପଡିଲେ ହୋମଗାର୍ଡ। ଏଭଳି ଘଟଣା ଘଟିଛି ପୁରୀ ସମୁଦ୍ରକୂଳ ଥାନା ଅନ୍ତର୍ଗତ ପୋଲିସ ମେସ ହିରକ ଭବନଠାରେ। ଆତ୍ମହତ୍ୟା କରିଥିବା ହୋମଗାର୍ଡ଼ ହେଉଛନ୍ତି ପୁରୀ ଜିଲ୍ଲା ଡ଼େଲାଙ୍ଗ ଅଂଚଳର ସରୋଜ କୁମାର ପ୍ରଧାନ। ଗତକାଲି ରାତିରୁ ସରୋଜ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।

ଘଟଣାସ୍ଥଳରେ ସମୁଦ୍ରକୂଳ ଥାନା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ସଦର ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଛି। ତେବେ କେଉଁ କାରଣରୁ ସରୋଜ ଆତ୍ମହତ୍ୟା କରିଛନ୍ତି ତାହା ତଦନ୍ତ ପରେ ଜଣା ପଡ଼ିବ ବୋଲି ସମୁଦ୍ରକୂଳ ଥାନା ଆଇଆଇସି ସୂଚନା ଦେଇଛନ୍ତି।

   Related Posts