Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||

ହୋମ୍ ଗାର୍ଡଙ୍କ ମୃତଦେହ ଉଦ୍ଧାର, ଅଜଣା ଗାଡି ଧକ୍କାରେ ମୃତ୍ୟୁ

16/05/2020 at 2:15 PM

ଅନୁଗୋଳ ୧୬।୫: ଅନୁଗୋଳ ଜିଲ୍ଲା ତାଳଚେର ବାଙ୍କଧରା ଛକ କେନାଲ ରାସ୍ତାରେ ଜଣେ ହୋମ ଗାର୍ଡଙ୍କ ମୃତଦେହ ଉଦ୍ଧାର ହୋଇଛି । ଶୁକ୍ରବାର ରାତିରେ ସେ ତାଳଚେର ଥାନାରୁ ଡ୍ୟୁଟି ସାରି ବାଇକରେ ଫେରୁଥିବା ସମୟରେ ଅଜଣା ଗାଡି ଧକ୍କା ଦେଇ ଫେରାର ହୋଇଯାଇଥିବା ସନ୍ଦେହ କରାଯାଉଛି । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି । ମୃତ ହୋମ୍ ଗାର୍ଡ ହେଉଛନ୍ତି ପ୍ରିୟମାଧବ ସାହୁ । ଘଟଣାର ତଦନ୍ତ ଦାବି ସହ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକମାନେ ପ୍ରତିବାଦ କରିଥିଲେ । ତାଳଚେର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts