Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ୧୬ଟି ଜିଲ୍ଲାରେ ହେବ ଆରଟି ପିସିଆର ଲ୍ୟାବ୍, ୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
  • ||
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ହୋମଗାର୍ଡଙ୍କ ଦାଦାଗିରି ; ନିର୍ଦୋଷରେ ଅଟୋ ଚାଳକଙ୍କୁ ପିଟିଲେ ହୋମଗାର୍ଡ

30/05/2018 at 7:28 AM

ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ବସ ଷ୍ଟାଣ୍ଡରେ ଗତକାଲି ବିଳମ୍ବିତ ରାତିରେ ଅଟୋ ଚାଳକଙ୍କୁ ଖୁଣ୍ଟା ଥାନାର ଜଣେ ହୋମଗାର୍ଡ ନିର୍ଘାତ ମାଡ ମାରିଥିବା ଅଭିଯୋଗ ହେଇଛି | ଗତକାଲି ରାତି ପ୍ରାୟ ସାଢେ ୧୦ଟା ବେଳେ ଗୟାଳମରା ଗାଁର ଅଜିତ ଦାସ ନାମକ ଜଣେ ଅଟୋ ଚାଳକ ତାଙ୍କ ଗାଡିକୁ ଅପେକ୍ଷା କରିଥିବା ସମୟରେ ଡ୍ୟୁଟିରେ ଥିବା ହୋମଗାର୍ଡ ତାଙ୍କୁ ଟଙ୍କା ମାଗିଥିଲେ | ଅଜିତ ଟଙ୍କା ଦେବାକୁ ମନାକରିବାରୁ ହୋମଗାର୍ଡ ଜଣକ ଉତକ୍ଷିପ୍ତ ହୋଇ ତାଙ୍କୁ ରାସ୍ତାରେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଏକ ଠେଙ୍ଗାରେ ନିର୍ଘାତ ମାଡ ମାରିଥିଲେ |

Leave a Reply

   Related Posts