Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ତେଲେଙ୍ଗାନା ଏନକାଉଣ୍ଟର ଘଟଣା : ରିପୋର୍ଟ ମାଗିଲା କେନ୍ଦ୍ର

6/12/2019 at 12:52 PM

ହାଇଦ୍ରାବାଦ ୦୬।୧୨: ହାଇଦ୍ରାବାଦ ଗଣଦୁଷ୍କର୍ମ ର ଚାରି ଅଭିଯୁକ୍ତ ପୋଲିସ ଏନକାଉଣ଼୍ଟରରେ ନିହତ ଘଟଣା । ତେଲେଙ୍ଗାନା ସରକାରାଙ୍କୁ ରିପୋର୍ଟ ତଲବ କଲେ କେନ୍ଦ୍ର ସରକାର । ତେଲେଙ୍ଗାନା ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି  କେନ୍ଦ୍ର ଗୃହ ବିଭାଗ ।

ସୂଚନାଯୋଗ୍ୟ ଯେ, ଆଜି  ସକାଳ ୩.୩୦ ସମୟରେ ହାଇଦ୍ରାବାଦ ପୋଲିସ  ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ପରେ ପୋଡି ଘଟଣାରେ ସମସ୍ତ ଅଭିଯୁକ୍ତ ପୋଲିସ ଗୁଳିରେ ନିହତ ହୋଇଛନ୍ତି । ପୋଲିସ ଚେତନାପାଲୀ ପାଖ ୪୪ନମ୍ବର ଜାତୀୟ ରାଜପଥ ଫ୍ଲାଏଓର ପାଖକୁ କ୍ରାଇମ ସିନ୍ ରିକ୍ରିଏସନ ପାଇଁ ନେଇଥିଲା । ଏହି ସମୟରେ ସେମାନେ ଦୌଡି ପଳାଇଯିବାକୁ ଚେଷ୍ଟା କରୁଥିଲେ । ସେହି ସମୟରେ ପୋଲିସ ଏନକାଉଣ୍ଟରରେ ୪ଅଭିଯୁକ୍ତ ଟଳି ପଡିଛନ୍ତି ।  ଏନକାଉଣ୍ଟର ଘଟଣାରେ କେନ୍ଦ୍ର ଗୃହ ବିଭାର ତେଲେଙ୍ଗାନା ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି ।

   Related Posts