Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଘରେ ଲାଗିଥିବା ବୁଢିଆଣି ଜାଲକୁ ତୁରନ୍ତ କରନ୍ତୁ ସଫା, ନଚେତ୍ ହୋଇପାରେ ଏହି ସମସ୍ୟା

10/04/2021 at 1:51 PM

ଭୁବନେଶ୍ୱର ୧୦/୦୪: ଘରକୁ ସୁନ୍ଦର ରଖିବା ପାଇଁ ଏହାର ପରିଷ୍କାର ପରିଚ୍ଛନ୍ନତା ପ୍ରତି ବିଶେଷ ଧ୍ୟାନ ଦେବା ଆବଶ୍ୟକ । ଯଦି ଘରେ ବୁଢିଆଣି ଜାଲ ଲାଗିଥାଏ ତେବେ ତାହାକୁ ତୁରନ୍ତୁ ସଫା କରିବା ଉଚିତ୍ । ବାସ୍ତୁ ଅନୁସାରେ ଏହାକୁ ଅଶୁଭ ବୋଲି  ବିବେଚନା କରାଯାଏ । ଏହା ଘରେ ନକାରାତ୍ମକ ଶକ୍ତି ଆଣିଥାଏ । ଏଥି ସହିତ, ଅନେକ ସମସ୍ୟାର ସାମ୍ନା କରିବାକୁ ମଧ୍ୟ ପଡିଥାଏ ,ଯେପରିକି…

Vastu Tips: Remove spider webs from the house to avoid discord in the  family | Vastu News – India TV

୧. ଘରକୁ ଭଲ ଭାବରେ ସଫା କରିବା ଅତ୍ୟନ୍ତ ଜରୁରୀ । ଏହା ଦ୍ୱାରା ଦେବୀ ଲକ୍ଷ୍ମୀଙ୍କର ଆଶୀର୍ବାଦ ରହିଥାଏ । ଏପରି ଘରେ, ଯେଉଁଠାରେ ମଇଳା ଏବଂ ବୁଢିଆଣି ଜାଲ ରହଥାଏ ସେଠାରେ ଟଙ୍କା ରହେ ନାହିଁ । ଏହା ସହିତ ଅର୍ଥ ସମ୍ବନ୍ଧୀୟ ସମସ୍ୟାର ସାମ୍ନା ସୃଷ୍ଟି କରିଥାଏ ।

୨. ଯୋଉଁ ଘରର କାନ୍ଥ ଏବଂ ଛାତଗୁଡିକରେ ବୁଢିଆଣି ଜାଲ ରହିଥାଏ ସେଠାରେ ନକାରାତ୍ମକ ଶକ୍ତି ବଢିଥାଏ । ଏହା ବ୍ୟତୀତ ଘରର ଲୋକଙ୍କ ସ୍ୱାସ୍ଥ୍ୟ ଉପରେ ମଧ୍ୟ ଖରାପ ପ୍ରଭାବ ପକାଇଥାଏ ।

୩. ଅନେକ ଦିନ ଧରି ଘରେ ବୁଢିଆଣି ଜାଲ ରହିବା ଅତ୍ୟନ୍ତ ଅଶୁଭ ବୋଲି ବିବେଚନା କରାଯାଏ । ଏହା ଘରର ସଦସ୍ୟମାନଙ୍କ ମଧ୍ୟରେ ବିବାଦ ସୃଷ୍ଟି କରିଥାଏ ।

୪. ବାସ୍ତୁ ଶାସ୍ତ୍ର ଅନୁଯାୟୀ, ଯେଉଁ ଘରେ ବୁଢିଆଣି ଜାଲ ଦେଖାଯାଏ ସେହି ଘରେ ସବୁବେଳେ ସଙ୍କଟ ଘେରି ରହିଥାଏ । ସେହି ଘରର ସଦସ୍ୟମାନଙ୍କୁ ସର୍ବଦା କୌଣସି ନା କୌଣସି ଅସୁବିଧାର ସମ୍ମୁଖୀନ ହୋବାକୁ ପଡିଥାଏ । ଏହା ସହିତ, ବାରମ୍ବାର ବିଫଳତା ମଧ୍ୟ ହାସଲ ହୋଇଥାଏ ।

୫. ଯେତେବେଳେ ବି ଘରେ ବୁଢିଆଣି ଜାଲ ହୋଇଥାଏ ଏହାକୁ ତୁରନ୍ତ ସଫା କରିବା ଉଚିତ୍ । ନଚେତ୍ ବିଫଳତା ସହିତ ଦୁର୍ଭାଗ୍ୟ ଏବଂ ଅର୍ଥର ଅଭାବ ସୃଷ୍ଟି କରିଥାଏ ।

   Related Posts