Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

କରୋନା ଭୟରେ କଠୋର ହେଲା ହଂକଂ: ଭାରତକୁ ବିମାନ ଚଳାଚଳ ବନ୍ଦ, ୩ ମେ ଯାଏଁ ଲାଗିଲା କଟକଣା

19/04/2021 at 10:02 AM

ନୂଆଦିଲ୍ଲୀ ୧୯/୪: ଭାରତରେ ଦ୍ରୁତ ଗତିରେ ବଢିବାରେ ଲାଗିଛି ସଂକ୍ରମଣର ମାତ୍ରା । ତେବେ ଏସବୁ ସ୍ଥିତିକୁ ଦେଖି କଟକଣା ଲଗାଇଛି ହଙ୍ଗକଙ୍ଗ । ଆସନ୍ତା ୨ ସପ୍ତାହ ଯାଏଁ ବିମାନ ଉଡାଣ ଉପରେ କଟକଣା ଲଗାଯାଇଛି । ଏପ୍ରିଲ ୨୦ ଅର୍ଥାତ୍ କାଲିଠାରୁ ଦୁଇ ସପ୍ତାହ ପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ ବିମାନ ଚଳାଚଳ ବାତିଲ କରିଛି ହଂକଂ ପ୍ରଶାସନ ।

ଭିସ୍ତାରା ଏୟାର ଲାଇନ୍ସ ୫୦ କର୍ମଚାରୀ ସଂକ୍ରମିତ ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ହୋଇଛି । ସେହପିର ହଂକଂରେ RTPCR  ରିପୋର୍ଟକୁ ବାଧ୍ୟତାମୂଳକ କରାଯାଇଛି । ତେବେ ୭୨ ଘଣ୍ଟାର କୋଭିଜ-୧୯ ନେଗେଟିଭ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ହୋଇଛି । ଏହାପୂର୍ବରୁ ରବିବାର ହଂକଂ ସରକାର ମୁମ୍ୱାଇରୁ ହଂକଂ ଅଭିମୁଖେ ଚାଲୁଥିବା ଭିସ୍ତାରା ଏୟାର ଲାଇନ୍ସର ସମସ୍ତ ବିମାନ ସ୍ଥଗିତ ରଖିବାକୁ ଘୋଷଣା କରିଥିଲେ । ରବିବାବ ଭିସ୍ତାରା ମୁମ୍ୱାଇ ହଂକଂ ବିମାନରେ ପହଞ୍ଚିଥିବା ୩ ବ୍ୟକ୍ତି ଭୂତାଣୁ ସଂକ୍ରମିତ ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି ।

   Related Posts