ଗୁରୁବାର ରାଶିଫଳ: ଜାଣନ୍ତୁ ଆସନ୍ତାକାଲି କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | January 20, 2021 IST

ମେଷ – ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ କରିବାକୁ ପଡିବ । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମିଥୁନ - ଧନାଧିପତିଙ୍କ ଶୁଭତ୍ୱ କାରନରୁ ଅର୍ଥ ଲାଭ ସହ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ । ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ଧାର୍ମିକ ହେବେ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

କର୍କଟ – ପରିସ୍ଥିତିକୁ  ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଧା ହଠାତ୍ ଦୁରକୁ ଯିବାକୁ ପଡିବ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ସିଂହ – ଚତୁର୍ଥସ୍ଥ ଶୁକ୍ରଙ୍କ ଯୋଗୁଁ ଲୋକପ୍ରିୟତା ବୃଦ୍ଧି ପାଇବା ସଙ୍ଗକୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

କନ୍ୟା – କେତେକ ଅପ୍ରୀତିକର ପରିସ୍ଥିତି ସାମନା କରି ଆଜି ପରିବାରର କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗ ଭଳି ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – ରାଶ୍ୟାଧିପ ଏକାଦଶ ସ୍ଥାନରେ ରହିଥିବାରୁ କୌଣସି କାମ ଅଟକି ରହିବ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ଆଗାମୀ ସମୟରେ ପରିସ୍ଥିତି ବିଷୟକୁ ନେଇ ଖସଡା ପ୍ରସ୍ତୁତ କରିପାରନ୍ତି । ବହୁତ ଦିନ ପରେ ଖୋଜୁଥିବା ଜିନିଷ ସନ୍ଧାନ ଡେରିରେ ମିଳିବ ।  ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ

ଧନୁ – ସ୍ୱାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିବାରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖୀ ହେବେ ।

ମକର – ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ପୁନଶ୍ଚ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ  -  ଭୁଲ୍ ବୁଝାମଣା କାରଣରୁ ବିବାଦିୟ ଘଟଣା ଭିନ୍ନ ଆକାର ଧାରଣ କରିପାରେ, ଏଣୁ ସତର୍କ ରହିବା ଭଲ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାର ସମର୍ଥ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ - ଆଜି ସ୍ୱନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ, କାମଗୁଡିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ବିଦ୍ୟୁତ୍ ବ୍ୟବସାୟରୁ ଲାଭବାନ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.