Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଶୁକ୍ରବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

13/08/2020 at 7:39 PM

ମେଷ – ମନସ୍କାମନା ପୂର୍ଣ୍ଣହେବ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ଶରୀର ସୁସ୍ଥ ରହିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ବ୍ୟବସାୟ ଲାଭଜନକ ହେବ । ବେଳେବେଳେ ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ – ଉଦ୍ୟମରେ ସଫଳତା ପାଇବା କଷ୍ଟସାଧ୍ୟ ହୋଇପାରେ । ଘାତଚନ୍ଦ୍ର ଓ ଅଷ୍ଟମଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ଖୁବ୍ ସତର୍କତାର ସହଚଳିବାକୁ ପଡିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍କଟ – କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଭାଗ୍ୟଶାଳୀହୋଇପାରନ୍ତି । ଦିନଟ ିଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ସାଧନା ଫଳବତୀ ହେବ । ପରିବାରର ଦୁଃଖ-ସୁଖରେ ଭାଗୀ ହେବେ । ମନ ପ୍ରସନ୍ନ ରହିବ । ସ୍ୱାସ୍ଥ୍ୟ ଅତୁଟ ରହିବ । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

କନ୍ୟା – ମୂଲ୍ୟବାନ ଦ୍ରବ୍ୟଲାଭ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରି ଉତ୍‌ଫୁଲ୍ଲିତ ହେବେ । ଚଞ୍ଚଳ ପ୍ରକୃତିର ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ତୁଳା – ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଥଣ୍ଡାକଫରେ ଆକ୍ରାନ୍ତ ହେବେ । ଚଞ୍ଚଳ ସ୍ୱଭାବର ହେବେ । ଏକାନ୍ତରେ ସମୟ କଟାଇବାକ ୁଇଚ୍ଛା କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା – ନିଜ ଇଚ୍ଛା ଅନୁସାରେ ଫଳପ୍ରାପ୍ତ ହେବେ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ମାଲି-ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପରକୁ ଆପଣାର କରିବେ ।

ଧନୁ – ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ । ଧାର୍ମିକ, ତେଜସ୍ୱୀ ଓ ଉତ୍ତମ, ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର – ମୂଲ୍ୟବାନ ଦ୍ରବ୍ୟଲାଭ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରି ଉତ୍‌ଫୁଲ୍ଲିତ ହେବେ । ଚଞ୍ଚଳ ପ୍ରକୃତିରହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବା ଆଶା କରାଯାଏ । ବ୍ୟକ୍ତି ବିଶେଷ ଭାବେ ପରିଗଣିତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ – ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକସ୍ୱଭାବର ହେବେ । କଥାରେ ପରକୁ ଆପଣାର କରିପାରିବେ । ଶୁଭ ରଙ୍ଗ ନୀଳ । ଶୁୃଭ ଅଙ୍କ ୯ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧାର୍ମିକ ହେବେ ।

   Related Posts