ସୋମବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | September 27, 2020 IST

ମେଷ – ଅଧିକ ଲାଭବାନ୍ ହେବା ଆଶାରଖି ଅର୍ଥ ବିନିଯୋଗ କରିପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ କଟାଇ ପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ଖାଦ୍ୟ,ପେୟରେ ତୃପ୍ତି ଲାଭ କରିବେ । ଶାରୀରିକ ପୀଡା ଅନୁଭବ କରିପାରନ୍ତି । ଈର୍ଷାରୁ ନିବୃ ହେଲେ ସାମାଜିକ ସ୍ତରରେ ମାର୍ଯ୍ୟାଦା ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମିଥୁନ - ବ୍ୟବସାୟରେ ଲାଭବାନ୍ ହେବେ । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ସେବା ଭାବନା ନେଇ କାର୍ଯ୍ୟ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ସାମାନ୍ୟ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ମନରେ ଗର୍ବଭାବ ଦେଖା ଦେଇପାରେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ଗୃହ ଜଞ୍ଜାଳରେ ବ୍ୟସ୍ତ ରହିବେ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭ ଅଙ୍କ ୪ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ଉଦାର ପ୍ରକୃତିର ହୋଇପାରନ୍ତି । ଦାନ-ଧର୍ମରେ ନିଜକୁ ନିୟୋଜିତ କରିବେ । ସୁଖ ମିଳିବ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର୍ୟୁରରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା – ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁର ସମ୍ଭାଷଣରେ ଅନ୍ୟମାନଙ୍କର ମନ ନେଇ ପାରନ୍ତି । ଥଣ୍ଡା-କଫ ଜନିତ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବିଛା – କାର୍ଯ୍ୟରେ ଢେର ଉନ୍ନତି ଦେଖା ଦେବ । ଭାଗ୍ୟଶାଳୀ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – ଗୃହକାର୍ଯ୍ୟରେ ଲାଗିପଡିବେ । ବିଭିନ୍ନ ସ୍ତରରେ ସମ୍ମାନିତ ହେବେ । ଶାରିରୀକ ଶକ୍ତି ବୃଦ୍ଧି ହେବ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର – ନିଜ ପ୍ରଭାବର ଉପଯୋଗ କରିବେ । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଗୁପ୍ତବିଦ୍ୟାରେ ରୁଚି ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସୁଖଭାରା ଦିନଟି ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

କୁମ୍ଭ - ବ୍ୟବସୟରେ ବାଦାନୁବାଦ ଉପୁଜିଲେ ବି ଭଲ ଆୟ ହେବ । କର୍ମକ୍ଷେତ୍ର ଉତ୍ସାହଜନକ ହେବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ମୀନ - ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । କର୍ମତତ୍ପରତା ପ୍ରକାଶ ପାଇବ । କୁଳଦୀପକ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.