ଶୁକ୍ରବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 02, 2020 IST

ମେଷ – କାର୍ଯ୍ୟରେ ପଛଘୁଞ୍ଚା ଦେବେ ନାହିଁ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପରଧନରେ ଧନୀ ହୋଇପାରନ୍ତି । ଅପଦସ୍ଥ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ସୁଖକର ଘଟଣା ଘଟିବ । କାର୍ଯ୍ୟରେ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ - ଧୀରେ, ସୁସ୍ଥେ କାର୍ଯ୍ୟ ହାସଲ କରିପାରନ୍ତି । ଦୃଢ ମନୋବଳକୁ ପାଥେୟ କରି ଶତ୍ରୁ ସହିତ ମୁକାବିଲା କରିବେ । ଶତ୍ରୁକୁ ପରାଜିତ କରି ମାନସିକ ସ୍ତରରେ ଶାନ୍ତି ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ – ପଢା-ପଢିରେ ମନୋନିବେଶ କରିବେ । ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଶୁଭ ସମାଚାର ପାଇ ଖୁସି ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ଉପଯୁକ୍ତ କର୍ମାନୁରକ୍ତ ହେବେ । ଯଶସ୍ୱୀ ଓ ଧନାଢ୍ୟ ହେବେ । କେତେକ କ୍ଷେତ୍ରରେ ଭୁଲ ବୁଝା ମଣା ଘଟିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ମିଳିମିଶି କାର୍ଯ୍ୟ କରିବେ । ଆଶାବାଦୀ ହୋଇପାରନ୍ତି । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ କରଣୀୟ । ଦେବ ଦର୍ଶନର ସୌଭାଗ୍ୟ ଅଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା – ଅର୍ଥାଗମ ହେବ । ଆଶାବାଦୀ ହୋଇପାରନ୍ତି । ପ୍ରସନ୍ନ ମୂର୍ତ୍ତି ଓ ଶ୍ରେଷ୍ଠ ସମ୍ମାନର ଅଧିକାରୀ ହେବେ । ନିଃଶଙ୍କ ହେବେ । ମନରେ ଗର୍ବଭାବ ବହନ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖଭାରା ଦିନଟି ।

ବିଛା – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଅଧିକ ବ୍ୟୟର ସମ୍ମୁଖୀନ ହେବେ । ଶାସ୍ତ୍ରପଟୁ, ପୁଣ୍ୟଦେହୀ, ସୁବର୍ଣ୍ଣାଦିଯୁକ୍ତ ସୁନ୍ଦର ଓ ରାଜବଂଶ ପୂଜିତ ହେବେ । ଅନ୍ୟ ଦେଶରେ ସମ୍ମାନଯୁକ୍ତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ମହତ୍ କାର୍ଯ୍ୟ କରି ଆତ୍ମ ସନ୍ତୋଷ ଲାଭ କରିବେ । ଆନନ୍ଦଦାୟକ ଖବର ପାଇବେ । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ - କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । ସୁ ସମ୍ବାଦ ଶୁଣି ଉତ୍‌ଫୁଲ୍ଲିତ ହେବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମୀନ - କାର୍ଯ୍ୟରେ ସଫଳତା ଲାଭ କରିବେ । ଅଧିକ କ୍ଷମତା ହାସଲ କରି, ତା’ର ସଦ୍‌-ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.