Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଶୁକ୍ରବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

23/07/2020 at 7:25 PM

ମେଷ – ଶୁକ୍ରଙ୍କ ଧନ ଭାବାବରୋହଣରୁ ଆର୍ଥିକ ଅଭାବ, ଅନଟନ ନ ଥିଲେ ମଧ୍ୟ କାମ ଗୁଡିକ ସୁବିଧାରେ ହେବ ନାହିଁ । ଶତ୍ରୁତା କାରଣରୁ ବନ୍ଧୁଙ୍କ ସଦ୍‌ଭାବ ସହକର୍ମିମାନଙ୍କ ସାହାର୍ଯ୍ୟ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ – କଥା ଦେଇଥିବା ବନ୍ଧୁ ପ୍ରତିଶ୍ରୁତି ରକ୍ଷା କରି ଆବଶ୍ୟକତା ସାହାର୍ଯ୍ୟ, ସହ-ଯୋଗ ଅବଶ୍ୟ ପ୍ରଦାନ କରିବେ । ଭୁଲ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ – ଆଜି ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ ସହ-ଯୋଗର ଦୃଢ ପ୍ରତିଶ୍ରୁତି ଦେବେ । ପାରିବାରିକ , ପ୍ରଶାସନ , ଯାନବାହନ , ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ର୍କକଟ – ପଡୋଶୀଙ୍କ ମଧୁରବଚନ ଓ ସରଳ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । କୌଣସି ବିବାଦୀୟ ପରିସ୍ଥିତିରେ ପଦସ୍ଥ ବ୍ୟକ୍ତିଙ୍କ ସହ-ଯୋଗରୁ ସମସ୍ୟା ସମାଧାନ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ଉତ୍ତରାଫାଲଗୁନୀର ପରିବାରରେ ସାଧାରଣ କଥାରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ବିଭିନ୍ନ ପ୍ରକାର ଆବଶ୍ୟକତାକୁ ନେଇ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ଅଷ୍ଟାଧିପତି ଦୃଷ୍ଟିରେ ରାଶିଥିବାରୁ ବାରମ୍ବାର ଅସଫଳତା ହେତୁ ମାନସିକ ଅବସାଦ ବୃଦ୍ଧି ପାଇବ । ପାଖ ପଡୋଶୀଙ୍କ ହସ୍ତକ୍ଷେପ ଫଳରେ ପରିବାରରେ ଶାନ୍ତି ଫେରିଆସିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ପ୍ରତିଯୋଗିତାରେ ବିଜୟୀ ହେବେ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ତୁଳା – ପରିବାରରେ ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ ଆଜିର କାମଗୁଡିକ ସମ୍ପୂର୍ଣ୍ଣ ହେବ ନାହିଁ । ବିଶାଖା ନକ୍ଷତ୍ର ମାନସିକ ଅସ୍ଥିରତା ହେତୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ଗୁରୁକ୍ଷେତ୍ରସ୍ଥ ଯୋଗୁ ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ । ପାରିବାରିକ ସ୍ତରରେ ବୃଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ଆପଣଙ୍କ କାର୍ଯ୍ୟଦକ୍ଷତା ହେତୁ ପଡୋଶୀମାନେ ସହ-ଯୋଗର ହାତ ବଢାଇବେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ମଧ୍ୟରେ କାମ ହାସଲ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – ବିବାଦୀୟ ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କଲେ ସଫଳତା ପାଇବାର ଆଶା ରହିଛି । ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – ସମସ୍ୟା ଲାଗି ରହିଥିଲେ ମଧ୍ୟ ଆପଣଙ୍କ କୌଣସି କାମ ଅଟକି ରହିବ ନାହିଁ । ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- କୃଷି କର୍ମକାରୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମୀନ – ଯେକୌଣସି ପରିସ୍ଥିତି ହେଉନା କାହିଁକି, ଆପଣ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ସବୁ ଠିକ୍ ହୋଇଯିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

   Related Posts