ସୋମବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 19, 2020 IST

ମେଷ – ପ୍ରତ୍ୟେକ କ୍ଷେତ୍ରରେ ଆପଣ ଅଯଥା ବ୍ୟସ୍ଥତା ପ୍ରକାଶ କରି ବିଶେଷ ଛାନିଆ ହେବା ଠିକ୍ ହେବନି । ଆନୁଷ୍ଠାନିକ କାମରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।

ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ବଦଖର୍ଚ୍ଚୀ ହୋଇପାରନ୍ତି ।

ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।

ଗୃହିଣୀ- ପରକୁ ଆପଣାର କରିବେ ।

ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।

ବୃଷ – କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ ସମାଧାନ କରିବାରେ ଯତ୍ନବାନ୍ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- ଆଦର ମିଳିବ ।

ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।

ଗହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ - ଆଲୋଚନା ପରିସରରେ ସାଧାରଣ କଥାରେ ପ୍ରତିଦ୍ୱନ୍ଦ୍ୱୀ, ଦୋଷାରୋପ କରି ସମସ୍ୟାକୁ ବଢାଇ ଦେବେ । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ସଫଳତା ପାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

ଚାଷୀ- କୃଷି କର୍ମକାରୀ ହେବେ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଆଦର୍ଶ ବ୍ୟକ୍ତିତ୍ୱ ହେବେ ।

କର୍ମଜୀବି- ଶୁଭ ସମୟ ଉପସ୍ଥିତ ।

ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ – ଆଜି ସକାଳୁ ସକାଳୁ ନୂତନ କର୍ମାରମ୍ଭ ପ୍ରୀତିପଦ ହେବ ଓ ମନୋବଳ ବୃଦ୍ଧି ପାଇ ଉସୁକତା ଦେଖା ଦେବ । ସାମାଜିକ ସ୍ତରରେ ଦକ୍ଷତା ଓ ସଚ୍ଚୋଟତା ହେତୁ , ପ୍ରଶଂସିତ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – କର୍ମକ୍ଷେତ୍ରରୁ ଫେରନ୍ତା ବାଟରେ ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି । ଦିନ ମଧ୍ୟରେ ମାତ୍ରାଧିକ ଭ୍ରମଣ ଯୋଗୁଁ କ୍ଳାନ୍ତି ଅନୁଭବ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ପୂରାଇଲେ ଟେନ୍ସନ ଭିତରେ ମାନସିକ ସ୍ଥିରତା ହରାଇବେ । ପ୍ରିୟଲୋକଟିର ମନୋଭାବ ବଦଳିଯାଇପାରେ ।  ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ବିଗତ ଦିନମାନଙ୍କରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍ ସମାଧାନ ହେବ । ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃହ୍‌ଟି କରିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କର୍ମଜୀବି- ଜଳଯାତ୍ରା ମନା ।

ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଚାଷୀ- କୃଷି କର୍ମକାରୀ ହେବେ ।

ବିଛା – ଆଜିର କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ପାଖ, ପଡୋଶୀଙ୍କ ସହାୟତାରେ ବଜେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ମକର – ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କଳା, ସାହିତ୍ୟ, ସାମ୍ବାଦିକତାରେ ସୁନାମ ଅର୍ଜନ କରିବେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟି କୋଣରୁ ବିଚାର କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ଚାଷୀ- ସପରିବାର ସହ ସମୟ ବିତାଇବେ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

କୁମ୍ଭ - ପରିସ୍ଥିତିବଶତଃ କେତେକ କ୍ଷେତ୍ରରେ ନିଜର ମତ ବଦଳାଇ ସମାଲୋଚିତ ହେବାକୁ ପଡିପାରେ । କିନ୍ତୁ ପ୍ରଶାସନିକ ସ୍ତରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ - ଅତୀତ କଥାକୁ ନେଇ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.