ସୋମବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | August 02, 2020 IST

ମେଷ – ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ । ଆଜିର ପ୍ରତେୁ୍ୟଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଜିକା ଦିନରେ କୃଷି ବିଭାଗ ସହ ଯୋଗାଯୋଗ ରଖିବା ଆବଶ୍ୟକ ।
ରୋଗୀ- ସାମନ୍ୟ ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ବଳାଇବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟ- ସାମାନ୍ୟ କ୍ଷତି ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – କୌଣସି ଏକ ବିର୍ଦ୍ଦିଷ୍ଟ ସ୍ଥାନରେ ଦୀର୍ଘ ସମୟଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତି ହେବେ । ସାଂଗଠନ୍ଖଳ କ୍ଷେତ୍ରରେ ଖୋଲା ମନ ନେଇ କାମ କରି ସମ୍ମାନିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳର ସଂରକ୍ଷଣ କରନ୍ତୁ ।
ରୋଗୀ- ଆଗକୁ ଥିବା ୨୫ ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ନାହିଁ ।
କର୍ମଜୀବି- ଲାଭ ଉଠାଇବେ ।
ବ୍ୟବସାୟ- ସୁଯୋଗ ପ୍ରାପ୍ତି ହେବ ।
ଗୃହିଣୀ- ସୁଖ ମିଳିବ ।

ମିଥୁନ - ଅନ୍ୟ ମନସ୍କ ରହିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାମରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସାମନ୍ୟ ପୀଡା ଅନୁଭବ କରିବେ ।
ଛାତ୍ରଛାତ୍ରୀ – ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟ- ଉନ୍ନତି ଦେଖା ଦେବ ।
ଗୃହିଣୀ- କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି ।

ର୍କକଟ – କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହେବେ । ଲଟରୀରୁ ହଠାତ୍ କିଛି ଅର୍ଥ ମିଳିପାରେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ପାଣିପାଗ କାର୍ଯ୍ୟାଳୟ ସହ ସମ୍ପର୍କ ସ୍ଥାପନ କରନ୍ତୁ ।
ରୋଗୀ- ଶ୍ୱାସ ସମସ୍ୟା ଦେଖା ଦେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ନାହିଁ ।
କର୍ମଜୀବିି- ଅର୍ଥ ସମସ୍ୟା ଦେଖାଦେବ ।
ବ୍ୟବସାୟ- ସାମାନ୍ୟ ଲାଭ ପାଇବେ ।
ଗୃହିଣୀ- ମୁଣ୍ଡ ବ୍ୟଥା ହୋଇପାରେ ।

ସିଂହ – ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ । କର୍ମ ଚଞ୍ଚଳ ରହିବେ । ଉଦାର ସ୍ୱଭାବର ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ମେଡିସିନ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ନାହିଁ ।
କର୍ମଜୀବି- ଅର୍ଥ ହାନି ହେବ ।
ବ୍ୟବସାୟ- ଲାଭ ପ୍ରଦ ରହିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସର୍ତକତାରେ ଚଳିବାକୁ ପଡିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ବିବାଦରେ ବିଜୟୀ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଚିନ୍ତିତ ରହିବେ ।
ରୋଗୀ- ଯୋଗ କରନ୍ତୁ, ଡାଙ୍କରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ସଙ୍ଗୀତ ପ୍ରତି ମନ ବଳାଇବେ ।
କର୍ମଜୀବି- ସିନିୟରଙ୍କ ସାହାର୍ଯ୍ୟ ମିଳିବ ।
ବ୍ୟବସାୟ- ଅନ୍ୟ କଥାରେ ପଡନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପୂର୍ଣ୍ଣ ରହିବ ।

ତୁଳା – ପରର ଉପକାର କରି ନିଜେ କ୍ଷତି ସହିପାରନ୍ତି । ଭାଗ୍ୟଶାଳୀ ହେବେ । ବିଭିନ ଦିଗରୁ ଧନାଗମର ସୁଯୋଗ ସୃଷ୍ଟି ହୋଇଛି । ମିତ୍ର ସୁଖ ମିଳିବ । ମଧୁରଭାଷୀ, ସହନଶୀଳ, ଉଦାରପ୍ରେମୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ଧ୍ୟାନ ଦିଅନ୍ତୁ ।
ରୋଗୀ- ଥଣ୍ଡା ପାଇଁ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ମନ ଦେବେ ।
କର୍ମଜୀବି- ସ୍ୱଳ୍ପ ଆୟ ହେବ ।
ବ୍ୟବସାୟ- ଲାଭବାନ ହେବ ।
ଗୃହିଣୀ- ଆଧ୍ୟାତ୍ମିକ ହେବ ।

ବିଛା – କାର୍ଯ୍ୟରେ ଢେର ଅଗ୍ରଗତି ଘଟିବ । ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ଜିଣିବେ ଓ ତତ୍‌ଜନିତ ଧନଲାଭ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ପାଣିପାଗ ବିଭାଗ ସହ ସଂପର୍କ ରଖିବା ଉଚିତ୍ ।
ରୋଗୀ- ଥଣ୍ଡା /ସର୍ଦ୍ଦି ପାଇଁ ସତର୍କ ରହିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟ- ଲାଭବାନ ହେବେ ।
ଗୃହିଣୀ- କାର୍ଯ୍ୟ ବ୍ୟସ୍ତ ରହିବେ ।

ଧନୁ – ଭଲ ଆୟ ହେବାର ସୂଚନା ମିଳୁଛି । ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- କିଟନାଶକର ବ୍ୟବହାର ଠିକ୍ ସମୟରେ କରନ୍ତୁ ।
ରୋଗୀ- ସାମାନ୍ୟ ଅସୁସ୍ଥ ଅନୁଭବ କରିପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡା ପ୍ରତି ମନ ବଳାଇବେ ।
କର୍ମଜୀବି- ବହୁ ପରିଶ୍ରମ କରିବାକୁ ପଡିବ ନାହିଁ ।
ବ୍ୟବସାୟ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଫସଲ ହାନୀ ଠାରୁ ସଜାଗ ରୁହନ୍ତୁ ।
ରୋଗୀ- ଆଜିକା ଦିନରେ ଡାକ୍ତରଙ୍କୁ ନ ଦେଖାଇ ମେଡିସିନ୍ ଖାଆନ୍ତୁ ନାହିଁ ।
ଛାତ୍ରଛାତ୍ରୀ- ପାଠ ପଢାରେ ମନ ଦେବେ ନାହିଁ ।
କର୍ମଜୀବି- ଧନ ହାନୀ ହେବ ।
ବ୍ୟବସାୟ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ଚିନ୍ତାରେ ରହିବେ ।

କୁମ୍ଭ - କାର୍ଯ୍ୟରେ ଅଗ୍ରଗତି ଘଟିବ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବର ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ପାରିବାରିକ ସୁଖ ମିଳିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାମରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଦିନଟି ବେଶୀ କଷ୍ଟ ଭରା ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ ପାଇଁ ମନ ବଳାଇବେ ।
କର୍ମଜୀବି- ସାମାନ୍ୟ ଅର୍ଥ ପାଇ ପାରନ୍ତି ।
ବ୍ୟବସାୟ- ଲାଭ ପ୍ରଦ ହେବ ।
ଗୃହିଣୀ- କାର୍ଯ୍ୟ ବ୍ୟସ୍ତ ପାଇଁ ଅସୁସ୍ଥ ଅନୁଭବ କରିପାରନ୍ତି ।

ମୀନ - ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ଉପରେ ସଚେତନ ହୁଅନ୍ତୁ ।
ରୋଗୀ- ରୋଗମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପିଲାମାନେ ବିଦ୍ୱାନ ହେବେ ।
କର୍ମଜୀବି- ସମ୍ମାନ ଅର୍ଜନ କରିବେ ।
ବ୍ୟବସାୟ- କ୍ଷତି ହେବ ।
ଗୃହିଣୀ- ମନ ପ୍ରଫୁଲ୍ଲ ରହିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.