ରାଶିଫଳ: ଜାଣନ୍ତୁ ଆସନ୍ତାକାଲି କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | December 27, 2020 IST

ମେଷ – ଆଜି ତିନୋଟି କେନ୍ଦ୍ରରେ ଗ୍ରହଙ୍କ ଅବସ୍ଥିତି ହେତୁ କାମଗୁଡିକ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାର୍ଯ୍ୟ କରିବେ । ପାରିବାରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ । ଘରେ ବନ୍ଧୁ ମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନକୁ ଖୁସୀ ହୋଇଯିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ମିଳିବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ - ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି  ହୋଇପାରିବ । ଦୀର୍ଘଦିନର ବକେୟା ପାଇପାରନ୍ତି କିମ୍ବା ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ମଧ୍ୟ ଲାଭାନ୍ୱିତ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ଗତକାଲି ଠାରୁ ଅଟକି ରହିତରବା କାମଗୁଡିକ ଆଜି ସୁବିଧାରେ ହୋଇଯିବ । ପାରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ସିଂହ – ବନ୍ଧୁମାନଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରାତ୍ମକ ଭାବ ଉଦ୍ରେକ ହେବ ନାହିଁ । ସାମାଜିକ ସ୍ତରରେ ସାଧାରଣ ସ୍ୱାର୍ଥକୁ କେନ୍ଦ୍ର କରି ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୁଖୀ ହେବେ ।

କନ୍ୟା – ଆନୁଷଙ୍ଗିକ ସାହାର୍ଯ୍ୟ ଓ ସହ-ଯୋଗ କାର୍ଯ୍ୟକୁ ତ୍ୱରାନ୍ୱିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – ଯାହା ଓ ଯେତିକି ପାଇବା କଥା ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନ କଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ବିଛା – କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢାଇ ଆଲୋଚନା  ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଆପଣଙ୍କର ସୁସ୍ଥ ମାନସିକ କର୍ମକ୍ଷେତ୍ରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ । ବନ୍ଧୁମାନଙ୍କ ଗ୍ରହଣରେ ଅପ୍ରିୟସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ୍େ‌ାଗୁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮।

ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ମକର – ସହନଶୀଳତା ଗୁଣରୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ  - ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବାକୁ ପଡିବ । ପରିବର୍ତ୍ତିତ ସମୟକୁ ଆଖି ଆଗରେ ରଖି କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଷ୍ପତ୍ତି ନେବା ଠିକ୍ ହେବ । ଶୁଭ ରଙ୍ଗ  ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ - ଆଜିର ସାଂସ୍କୃତିକ ଅନୁଷ୍ଠାନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.