ସୋମବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 26, 2020 IST

ମେଷ – ସୋମବାର ଚନ୍ଦ୍ର ରାଶ୍ୟାଧିପଙ୍କ ଦୃଷ୍ଟିରେ ରହିଥିବାରୁ ମନସ୍ଥ କାର୍ଯ୍ୟଟି ହାସଲ ପାଇଁ ଚେଷ୍ଟିତ ହେବେ । ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିଡି ପଡିଲେ ଅପଦସ୍ଥ ହେବାକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- କୃଷି କର୍ମକାରୀ ହେବେ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ଶତ୍ରୁଦୃଷ୍ଟିରେ ରବି ରହିଥିବାରୁ କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା ଟେନ୍ସନର କାରଣ ହେବ । ସ୍ୱତନ୍ତ୍ର ନିମନ୍ତ୍ରିତ ହୋଇ କୌଣସି ଆନୁଷ୍ଠାନିକ କ୍ଷେତ୍ରରୁ ଅର୍ଥ ଓ ସମ୍ମାନ ପାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ - ପାପଦୃଷ୍ଟି ତୃତୀୟାଧିପତି ହେତୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସମାନ୍ୟ ଚିକ୍ତତା ସୃଷ୍ଟି ହୋଇପାରେ । ଭୁଲ୍ ବୁଝାମଣା କାରଣରୁ ସାଧାରଣ କଥାରେ ବନ୍ଧୁ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ର୍କକଟ – ଚନ୍ଦ୍ର ଭାଗ୍ୟସ୍ଥାନକୁ ଅବଲୋକନ କରୁଥିବାରୁ ଆଶା ଅପୂରଣ, ବ୍ୟବସାୟ, ବାଣିଜ୍ୟ, କଳା, ସାହିତ୍ୟରେ ସମ୍ମାନ ମିଳିବ । ଭୁଲ୍ ବୁଝାମଣା ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ସିଂହ – ଧନାଧିପ କର୍ମସ୍ଥ ଯୋଗୁ ରାହୁ ପ୍ରଭାବରୁ ଆର୍ଥିକ ସମସ୍ୟାକୁ ସୁଧାରି ନେବେ । ସକାଳୁ କୌଣସି ଶୂଭାକାଂକ୍ଷୀଙ୍କ ସାନ୍ନିଧ୍ୟ ଲାଭ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ଚନ୍ଦ୍ରଙ୍କ ସୁପ୍ରଭାବରୁ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ସାହାର୍ଯ୍ୟ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – କର୍ମସ୍ଥ ଲାଭାଧିପ ହେତୁ ଉଦ୍ଦେଶ୍ୟ ସାଧିତ ହେବ ଏବଂ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ଅବସର ସମୟରେ ପିଲାଙ୍କ ସହ ମଉଜ ଜୁଟିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା – ଅନୁକୂଳ ଗ୍ରହସ୍ଥିତିରୁ ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ସନ୍ତାନଙ୍କ ବୈବାହିକ କର୍ମ ସମ୍ପାଦନ କ୍ଷେତ୍ରରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – ପାରିବାରିକ କ୍ଷେତ୍ରରେ ପଛକଥା ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । କର୍ମ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହା କି ମାନସିକ ସ୍ଥିତିକୁ ବିଗାଡି ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ପ୍ରତିବନ୍ଧକ ମଧ୍ୟରେ ପ୍ରତ୍ୟେକ କାମ ସମ୍ପନ୍ନ କରିବେ । ପାରିବାରିକ କ୍ଷେତ୍ରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ - ଷଷ୍ଠସ୍ଥ ରବି ହେତୁ ଆଜିର ପ୍ରତ୍ୟେଷ ଯାତ୍ରାରେ ସଫଳତା ଅବଶ୍ୟ ପାଇବେ କିନ୍ତୁ ସାଧାରଣ ସମସ୍ୟା ମଧ୍ୟ ରହିବ । କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ - ପାପଗ୍ରହ ପ୍ରଭାବରୁ କର୍ମକ୍ଷେତ୍ରରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସହ-ଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଉଦାର ପ୍ରକୃତିର ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.