ଶନିବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 10, 2020 IST

ମେଷ – କାର୍ଯ୍ୟ ହାସଲ କରିବାକୁ ହେଲେ ଶକ୍ତି ପ୍ରୟୋଗ କରିବାକୁ ପଡିବ । ଯଶସ୍ୱୀ ହେବେ । କର୍ମଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ମେରନ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରାନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବୃଷ – କାର୍ଯ୍ୟରେ ସଫଳତା ମିଳିବ । ଦ୍ୱାଦଶାଧିପ ରବି ଓ ବୁଧଙ୍କୁ ଦେଖୁଥିବାରୁ ବୟସ୍କ ବ୍ୟକ୍ତିଙ୍କ ସକାଶେ ଖର୍ଚ୍ଚାନ୍ତ ହେବେ। ବନ୍ଧୁ ପରାମର୍ଶରେ କାର୍ଯ୍ୟରେ ରୁଚି ବଢିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ ।

କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ମିଥୁନ - ଶୁକ୍ରଙ୍କ ପ୍ରଭାବରୁ ବିଳାସବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ । ନୂତନ ପ୍ରକଳ୍ପକାର୍ଯ୍ୟ, ଆନୁଷ୍ଠାନିକ କାମ, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭ ଫଳ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବୀ- ପ୍ରଶଂସିତ ହେବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ଅଷ୍ଟମଚନ୍ଦ୍ର ଯୋଗୁ ଅନ୍ୟମାନଙ୍କ କଥାରେ ପଡି ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । କିଛି ମୂଲ୍ୟବାନ ଜିନିଷ କିଣିବା ସକାଶେ ଅର୍ଥ ଆବଶ୍ୟକ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ସିଂହ – ଗ୍ରହସ୍ଥିତିର ସୁଫଳ ସ୍ୱରୂପ ଆଜିର ଯାତ୍ରାରେ ଅଭିଳଷିତ କାର୍ଯ୍ୟ ସମ୍ପନ୍ନ କରିବେ । ପାରିବାରିକ ସମସ୍ୟାର ସମାଧାନ କରିବା ଦିଗରେ ଜଣେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ ।  ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – ବନ୍ଧୁଙ୍କ ପରାମର୍ଶରେ ଋଣ ସୂତ୍ରରେ ଅର୍ଥ ପାଇବା ସକାଶେ ଯୋଜନା କରିପାରନ୍ତି । ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ପରିବାରରେ କ୍ରମାଗତ ଭାବେ ସମସ୍ୟା ବଢିପାରେ ।  ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – ପରୋକ୍ଷ ଶତ୍ରୁତାଜନିତ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ସମାନା କରିବାକୁ ପଡିପାରେ । ଏକ ନିର୍ଦ୍ଦିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବୀ- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – ଶନିକ୍ଷେତ୍ରସ୍ଥ ଚନ୍ଦ୍ର ହେତୁ ମନ ଅସ୍ଥିର ରହିବ ଏବଂ କେତେକ କ୍ଷେତ୍ରରେ ଧର୍ମ ସଙ୍କଟରେ ପଡିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପ୍ରାପ୍ତି ଯୋଗ ରହିଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ସରକାରୀ କାମରେ ସହ-ଯୋଗ କରି ପଦସ୍ଥବ୍ୟକ୍ତିଙ୍କ ସୁନଜରରେ ଆସିପାରନ୍ତି । ପାଖ ପଡୋଶୀ କିମ୍ବା  ସହକର୍ମୀଙ୍କ ଆଭ୍ୟନ୍ତରିଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ ହେବ । ସଜାଗ ରହି କାମ କରନ୍ତୁ, କାରଣ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବାର ଆଶଙ୍କା ରହିଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ  - କର୍ମ କ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । କୌଣସି ପରିସ୍ଥିତିରେ ମଧ୍ୟ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ - କାର୍ଯ୍ୟ ସିଦ୍ଧି ଯୋଗୁ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ । ଭୁଲ୍ ବୁଝାମଣାରୁ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବୀ- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.