Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||
  • ନୂଆଦିଲ୍ଲୀ : ସନ୍ଦୀପ କଟାରିଆ ହେଲେ ବାଟା ଗ୍ଲୋବାଲର ସିଇଓ, ପ୍ରଥମ ଭାରତୀୟ ଭାବେ ମିଳିଲା ଦାୟିତ୍ୱ
  • ||
  • ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡିଲା ଟାଟା ସୁମୋ, ୨ ଗୁରୁତର
  • ||

ରବିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

4/07/2020 at 7:22 PM

ମେଷ – ତର୍କରେ ପାରଦର୍ଶିତା ଲାଭ କରିବେ । ଉଦ୍ୟୋଗୀ ହେବା ସହ ସେବା-ପୂଜାରେ ନିୟୋଜିତ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସୁଖୀ ହେବେ ।

ବୃଷ – ଜଟିଳ ସମସ୍ୟାର ନିଷ୍ପତ୍ତି ନେବାରେ ସକ୍ଷମ ହେବେ । ଧନ ପ୍ରାପ୍ତିର ସୂଚନା ମିଳୁଛି । ସ୍ୱାଭିମାନୀ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ – ବନ୍ଧୁ ମିଳନ କଟିବାର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚା ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ଚା ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚା ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ଚା କର୍ମଜୀବି- ପ୍ରମୋସନ୍ ମିଳିବ ।
ଚା ବ୍ୟବସାୟୀ- ବିଜୟୀ ହେବେ ।
ଚା ଗୃହିଣୀ- ପରକୁ ଆପଣାର କରିବେ ।

କର୍କଟ – କଠିନ ସମୟ, ହାତେ ମାପି ଚାଖଣ୍ଡେ ଚାଲିବାକୁ ପଡିବ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – କର୍ମ ଚଞ୍ଚଳ ରହିବେ । କନ୍ୟା ଦ୍ୱାରା ଉପକୃତ ହେବେ । ଆକସ୍ମିକ ଧନ ଲାଭର ସୁଯୋଗ ଅଛି । ବିଭିନ୍ନ ଦିଗରୁ ଅର୍ଥ ଆସିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା – ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । କୃଷିକର୍ମକାରୀ ହେବେ । ବୁଦ୍ଧିମାନ୍ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚା ଚାଷୀ- ଶ୍ରମ ସାର୍ଥକ ହେବ ।
ଚା ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଚା ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
ଚା କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଚା ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଚା ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା – ଉଚ୍ଚ ଆଶା ଫଳବତୀ ହେବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ଓ ସାହସୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ଆର୍ଶିବାଦ ମିଳିବ । ଭାଗ୍ୟଶାଳୀ ହେବେ । ଆଶାବାଦୀ ହୋଇପାରନ୍ତି । ସାମାଜିକ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ଉଦାର ବିଦ୍ୟା ପ୍ରେମୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହୋଇପାରେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମୋକଦ୍ଦମାରେ ବିଜୟୀ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚା ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ଚା ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚା ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ଚା କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଚା ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଚା ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର – ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ସୁଖ,ସମ୍ମାନ ଲାଭ କରିପାରନ୍ତି । କର୍ମ ଚଞ୍ଚଳ ରହିବେ । ଏକାନ୍ତ ପ୍ରିୟ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ – ପ୍ରତ୍ୟେକ କାର୍ଯ୍ୟ ଫଳଦାୟକ ହେବ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମ ଚଞ୍ଚଳ ରହିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ – କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । କ଼ୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

   Related Posts