ରବିବାର ରାଶିଫଳ, ଛୁଟି ଦିନରେ ଏମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 18, 2020 IST

ମେଷ – ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଖର୍ଚ୍ଚାନ୍ତ ହୋଇପାରନ୍ତି । ନିରୋଳାରେ ରହିବାକୁ ପସନ୍ଦ କରିବେ । ବିବାଦୀୟ ବତର୍କରେ ଭାଗ ନେଇ ନୀରବ ଦର୍ଶକ ସାଜି ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – କାର୍ଯ୍ୟ ହାସଲ କରିବାକୁ ହେକ୍ଷେ କଷ୍ଟ ସହିବାକୁ ପଡିବ । ଶୁଭ ଖବର ପଇ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ - କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମିଳିଥିବା ଖବର ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ । କାର୍ଯ୍ୟର ସଫଳ ରୂପାୟନ କରି ପୁରସ୍କୃତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ଜଟିଳ ସମସ୍ୟାର ସୁସମାଧାନ କରିପାରନ୍ତି । କାର୍ଯ୍ୟରେ ସଫଳତା ମିଳିବ । ଉଦ୍ୟମ ଚଳାଇ ଅଧିକ କ୍ଷମତା ହାସଲ କରିବେ ଓ ତା’ର ସଦ୍‌-ବ୍ୟବହାର କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ସିଂହ – କର୍ମକ୍ଷେତ୍ରରେ ପଛଘୁଞ୍ଚା ଦେବାର ପ୍ରଶ୍ନ ଉଠୁ ନାହିଁ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯାନ ଚଳାଚଳରେ ସତର୍କ ହେବେ ।  ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – କାର୍ଯ୍ୟରେ ସ୍ଥିରତା ଦେଖା ଦେବ । ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିବେ ।  ଶୁଭ ରଙ୍ଗ ନରଙ୍ଗୀ । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – କାର୍ଯ୍ୟରେ ସଫଳତା ମିଳିବ । ପଡୋଶୀ ସାହାର୍ଯ୍ୟକାରୀ ହେବେ । ମାନସିକ ଶାନ୍ତି ଫେରି ପାଇବେ। ସୁସମ୍ବାଦ ପାଇ ଖୁସି ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ବିଛା – ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ବିଭାଗୀୟ ବିଷୟବସ୍ତୁ ଉପରେ ଅଧ୍ୟୟନରତ ହେବେ । ବିଭିନ୍ନ ସୂତ୍ରରୁ ଆବଶ୍ୟକ ପଡୁଥିବା ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଧନୁ – ହାତରେ କ୍ଷମଥାର ଡୋରି ଥିବାରୁ ସଫଳତା ନିଶ୍ଚିତ ମିଳିବ ଓ ବିଦ୍ରୋହ ପଦାନତ ହେବେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ମକର – ଯାହା ମନରେ ଭାବୁଛନ୍ତି, ତାହା ଫଳପ୍ରସୂ ହେବ । ଉଚ୍ଚ ଆଶା ଫଳବତୀ ହେବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ  - ଭଗବାନଙ୍କ କରୁଣାର ପାତ୍ର ହେବେ । ଆଶାବାଦୀ ହୋଇପାରନ୍ତି । ଆକସ୍ମିକ ସମସ୍ୟା ଦେଖା ଦେଇ ପାରେ । ସ୍ୱାସ୍ଥ୍ୟ ହାନିର ଆଶଙ୍କା ଅଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ - ସୁଖ-ସମ୍ମାନ ଲାଭ କରିପାରନ୍ତି । ଭଲ ଆୟ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.