ଗୁରୁବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | August 12, 2020 IST

ମେଷ – ସାମାଜିକ କାର୍ଯ୍ୟରେ ନିୟୋଜିତହୋଇପାରନ୍ତି । ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ପରକୁ ଆପଣାର କରିବେ ।

ବୃଷ – ଐଶ୍ୱର୍ଯ୍ୟଯୁକ୍ତ ହେବେ । ବ୍ୟବସାୟରେ ପ୍ରଚୁର ଧନ ଲାଭହେବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ରଣକୌଶଳଉନ୍ନତମାନରହେବ । ମିଷ୍ଟାନ ଭୋଜନ ମିଳିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ - ନିଜ କାର୍ଯ୍ୟ ପାଇଁ ସମ୍ମାନିତ ହେବେ । କାର୍ଯ୍ୟ ବିଳମ୍ବିତ ହୋଇପାରେ । ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି । ଚକ୍ଷୁରେ ପୀଡାଉପୁଜି ପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କର୍କଟ – ଧର୍ମଭାବନାରୁ ଶାନ୍ତି ମିଳିବ । ଆଦର ଅଭ୍ୟର୍ଥନା ମିଳିପାରେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଗୃହସୁଖ ଓ ଯାନବାହନ ସୁଖମିଳିବ । । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ସିଂହ – କାର୍ଯ୍ୟରେ ସଫଳତା ଲାଭ କରିବେ । ମନ ପ୍ରସନ ୍ନରହିବ । ଆସ୍ତିକସ୍ୱଭାବର ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି । । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – କଳହ ଠାରୁ ଦୂରେଇ ରହିବାକୁ ପଡିବ । ଉଦାର ସ୍ୱଭାବର ହେବେ । ଦାନଶୀଳ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ପରିଚୟସୃଷ୍ଟ ିକରିବେ । । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧାର୍ମିକ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା – ମାନସିକ ପ୍ରତିକ୍ରିୟା ବୃଦ୍ଧି ହୋଇପାରେ । ନିଜକୁ ଅସହାୟମନେ କରିପାରନ୍ତି । ତଥାପି ହଠାତ୍ କିଛି ଧନ ଲାଭ ହେବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା ସୁଯୋଗ ହାତଛଡା କରିବେ ନାହିଁ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶରୀର ସୁସ୍ଥ ରହିବ । ବଳିଷ୍ଠ ଓ ଶତ୍ରୁହନ୍ତା ହେବେ । । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ଧନୁ – ମିତ୍ରଙ୍କସାନ୍ନିଧ୍ୟ ପାଇ ଗର୍ବିତ ହେବେ । ବ୍ୟବସାୟ ଲାଭ ଜନକ ହେବ । ସମାଜସେବା ପ୍ରତି ମନ ବଳାଇ ପାରନ୍ତି । ମନରେ ଅହଂଭାବ ଆସିପାରେ । । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ମକର – ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କୁମ୍ଭ - ଆକସ୍ମିକ ଧନ ପ୍ରାପ୍ତିର ସୁଯୋଗ ଅଛି । ସେବା ମନୋ ଭାବଗ୍ରହନ କରିକାର୍ଯ୍ୟ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବେ । । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମୀନ - ପରିଶ୍ରମର ମୂଲ୍ୟ ମିଳିବ । କୁଳଦୀପକ ହୋଇପାରନ୍ତି । ଚିତ୍ତ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭ ଜନକହେବ । ଯଶସ୍ୱୀହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁୃଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.