ବୁଧବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | December 29, 2020 IST

ମେଷ – ଆଜି କର୍ମସ୍ଥଚନ୍ଦ୍ର ଗୁରୁଶୌରୀ ସଂଯୋଗରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ । ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ – ରାଶିକୁ ତିନୋଟି ଗ୍ରହ ଦେଖୁଥିବାରୁ ଯାହା ପାଇଁ କଷ୍ଟ ସ୍ୱୀକାର କରି ସାହାର୍ଯ୍ୟ କରିଥିଲେ ସେ ଆପଣଙ୍କୁ ବିରୋଧ କରିବ । ଅପରିଚିତ ଲୋକଙ୍କୁ ସହ ସମ୍ପର୍କ ରଖିବା କାରଣରୁ ଘର ଲୋକେ ବିରକ୍ତି ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ମଙ୍ଗଳ ଦଶସ୍ଥ ଯୋଗୁ ସ୍ୱାର୍ଥସାଧନ ଆଶାରେ ସହକର୍ମୀ ସମସ୍ୟା ସୃଷ୍ଟି କରିପାରନ୍ତି । ସମ୍ପର୍କୀୟଙ୍କ ସହ ଟଙ୍କା ପଇସାକୁ କେନ୍ଦ୍ରକରି ଜଳହ ଘଟିପାରେ । ପରିବାରରେ ପୁରୁଣା କଥା ଆଲୋଚନା ହିଁ କଳହର କାରଣ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କର୍କଟ – ନିଜେ ଅସୁବିଧାରେ ରହି ବନ୍ଧୁଙ୍କୁ ସାହାର୍ଯ୍ୟ କରିବେ । ବୃହସ୍ପତି ଶନି ଯୁକ୍ତି ହେତୁ ସ୍ତ୍ରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ । ବନ୍ଧୁ ଅଭିମାନଭରା କଥା କହି ଆପଣ ତାହାକୁ ସାହାର୍ଯ୍ୟ କରି ନ ଥିବାରୁ ଦୁଃଖ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ – ପାରିବାରିକ ସମସ୍ୟା ବଢିଯିବାରୁ ମାନସିକ ଅସ୍ଥିରତା ଦେଖା ଦେବ । ମଧ୍ୟାହ୍ନରେ ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି । ମାତ୍ରାଧିକ ଭ୍ରମଣ ଓ କାମ ଚାପ ଯୋଗୁ କ୍ଳାନ୍ତି ଅନୁଭବ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା – କାମଗୁଡିକ ଆଜି ବିଳମ୍ବରେ ସମ୍ପନ୍ନ ହେବାରୁ ନିଜକୁ ହିଁ ଦୋଷୀ ମଣିବେ । ଅନ୍ୟର କଥାରେ ପ୍ରଭାବିତ ହୋଇ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ମହିଳାଙ୍କର ରୁଗ୍‌ଣ ସ୍ୱାସ୍ଥ୍ୟରେ ଦ୍ରୁତ ଉନନ୍ତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ତୁଳା – ଯେତେ ସହଜରେ କାମ ହାସଲ କରିବାକୁ ଭାବୁଛନ୍ତି, ବାସ୍ତବ କ୍ଷେତ୍ରରେ ତାହା ସହଜସାଧ୍ୟ ହୋଇ ନ ପାରେ । ସ୍ୱାତୀର କେତେକ ଦୀର୍ଘମିଆଦୀ ଯାଜନା ଫସଲ ଫାଟିଯିବା କାରଣରୁ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା – ସମୟ ଭଲ ନ ଥିଲେ ମଧ୍ୟ ବିଭିନ୍ନ କୌଶଳ ଅବଲମ୍ବନ କରି ଆଶା ପୂରଣ ଦିଗରେ ଚେଷ୍ଟା କରିପାରନ୍ତି । ନିର୍ମାଣ କ୍ଷେତ୍ରରେ ପୂରା ଦମ୍ ରେ କାମ କରିବାକୁ ନିଷ୍ପତ୍ତି ନେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ଧନୁ – କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ଘଟିବ । ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ମାଙ୍ଗଳିକ କାମର ପ୍ରସ୍ତୁତି କରି ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – ଆନୁଷ୍ଠାନିକ ସାହାର୍ଯ୍ୟ ସହ-ଯୋଗ ପାଇ କାମ ହାସଲ କରିବେ । ସଭାସମିତି, କଳା, କ୍ରୀପା, ସାହିତ୍ୟ, ସାମ୍ବାଦିକତା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ - ପାରିବାରିକ ଶୃଙ୍ଖଳା ରକ୍ଷା କରିବାକୁ ଯାଇ କଷ୍ଟ ସ୍ୱୀକାର କରିବାକୁ ପଡିବ । ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧୟ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ - ପାରିବାରିକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରିବାକୁ ବାଧ୍ୟ ହେବେ । ବ୍ୟସ୍ତତା ପରିହାର କରି ପାଖ ବନ୍ଧୁ ଦ୍ୱାରା କାମ ହାସଲ ପାଇଁ ପ୍ରଯତ୍ନ କରିବା ଭଲ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.