ଗୁରୁବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 15, 2020 IST

ମେଷ – ଶ୍ରୀଚନ୍ଦ୍ର ଭୋଗ ହେତୁ ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ଆୟ ଆଶାନୁରୂପ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – ପ୍ରତାରିତ ହେବାର ସୂଚନା ମିଳୁଛି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା ଆଶା କରାଯାଏ । ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ସାଜି ପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ - କର୍ମକ୍ଷେତ୍ର ଓ ସାମାଜିକ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ସୁସମ୍ବାଦ ପାଇ ଖୁସି ହେବେ । ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।
ଚାଷୀ- ସପରିବାର ସହ ସମୟ ବିତାଇବେ ।

କର୍କଟ – କର୍ମତତ୍ପରତା ପ୍ରକାଶ ପାଇବ । ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – କାର୍ଯ୍ୟର ସଫଳ ରୂପାୟନ କରିବାରେ ସକ୍ଷମ ହେବେ । ଅଧିକ କ୍ଷମତା ହାସଲ କରି, ତା’ର ସଦ୍ ବ୍ୟବହାର କରିବେ । ପ୍ରତିଯୋଗିତାରେ ବିଜୟୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – କାର୍ଯ୍ୟରେ ସଫଳତା ଲାଭ କରିବେ । ଖର୍ଚ୍ଚାନ୍ତ ହେବା ଆଶା କରାଯାଏ । ମାନ୍ଦାଭାବ ଦେଖା ଦେଇ ପାରେ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା – ଅନେକ ସୁଖକର ଘଟଣା ଘଟିବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିବାରେ ପାରଙ୍ଗମ ହେବେ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

ବିଛା – ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ବାଦ ପାଇ ଶାନ୍ତ ହେବେ । ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ଅବଶ୍ୟ ମିଳିବ । ଶୁଭ ଖବର ପାଇ ଖୁସି ହୋଇପାରନ୍ତି । ଅଧ୍ୟୟନରତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମକର – ମିଥ୍ୟା ଓ ଅମୁଳକ ଅଭିଯୋଗ ଆପଣଙ୍କ ନାମରେ ଆସିପାରେ । ବାଦାନୁବାଦ ଉପୁଜି ପାରେ । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ସପରିବାର ସହ ସମୟ ବିତାଇବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ - କାର୍ଯ୍ୟରେ ସଫଳତା ଲାଭ କରିବେ । ଶ୍ରମର ମୂଲ୍ୟାଙ୍କନ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ - ଆଳସ୍ୟ ପରାୟଣ ହୋଇପାରନ୍ତି । ମାତ୍ର ଧନାଗମ ହେବାର କୌଣସି ବାଧା ଉପୁଜିବ ନାହିଁ । ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.