ଗୁରୁବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 22, 2020 IST

ମେଷ – ରବି କେନ୍ଦ୍ରସ୍ଥ ଯୋଗୁ ପାରିବାରିକ ସ୍ଥିିତି ଭଲ ରହିଲେ ମଧ୍ୟ ଶନିଙ୍କ ଦୃଷ୍ଟିରୁ ବିଶୃଙ୍ଖଳା ଦେଖା ଦେଇପାରେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ସମ୍ମାନ ମିଳିବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଧନସ୍ଥ ରାହୁ ଧନହାନି କିମ୍ବା ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କୀୟ ବିବାଦ ସୃଷ୍ଟି କରିପାରେ । ଉପରିସ୍ଥ କର୍ମଚାରୀଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ - ଟିକିଏ କଥାରେ ଉତ୍ତେଜିତ ହୋଇପଡିବା ଦ୍ୱାରା ସମସୟା ବଢିଯିବ । ଘର କାମରେ କିମ୍ବା ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ର୍କକଟ – ଭାଗ୍ୟାଧିପ ନୀଚସ୍ଥ ଯୋଗୁ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗି ରହବା ସଙ୍ଗକୁ ମାମୁଲି ଘଟଣାରେ କଳହ ଲାଗିପାରେ । ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବା ହେତୁ ସାମୟିକ ବ୍ୟସ୍ତ ରହିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ସିଂହ – ଚତୁର୍ଥକୁ ଶୁକ୍ରଙ୍କ ଦୃଷ୍ଟି କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ଖୁସୀରେ କଟାଇବ । ବଜେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରିବାକୁ ପଡିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖୀ ହେବେ ।

କନ୍ୟା – କେତୁଙ୍କ ଅବସ୍ଥାନ ପ୍ରଭାବରେ ପାରିବାରିକ ଅଶାନ୍ତି ଓ କଳହ ଦେଖା ଦେବ । ବାକ୍ ଅସଂଯମତା ଯୋଗୁଁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- କୃଷି କର୍ମକାରୀ ହେବେ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ସ୍ୱଗୃହୀ ଶନି ଶତ୍ରୁ ନକ୍ଷତ୍ରସ୍ଥ ଯୋଗୁଁ ପାରିବାରିକ ଜୀବନରେ ଛୋଟ କଥାରୁ ଅଶାନ୍ତି ଉପୁଜିବ । ମାନସିକ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା – ମଙ୍ଗଳଙ୍କ ଦୃଷ୍ଟି ଭାଗ୍ୟସ୍ଥାନକୁ ଦେଖୁଥିବାରୁ ଯେଉଁ କାମ କରିବେ ସୁବିଧାରେ ସମ୍ପନ୍ନ ହେବ । କିନ୍ତୁ ନିଜର ପାଖ ଲୋକମାନେ ଈର୍ଷାପରାୟଣ ହୋଇ ଅପପ୍ରଚାର କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ଧନୁ – ଶନି ଓ ରାହୁଙ୍କ କୁପ୍ରଭାବରେ ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ଭୁଲ୍ ଧାରଣା ପୋଷଣ କରିପାରେ । କର୍ମକ୍ଷେତ୍ରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ବଦଖର୍ଚ୍ଚୀ ହୋଇପାରନ୍ତି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖଭାରା ଦିନଟି ।

ମକର – ଶୁକ୍ରଙ୍କ ଶୁଭତ୍ୱର ପୂର୍ବସ୍ଥିରୀକୃତ ଯୋଜନା ଠିକ୍ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ । ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କୁମ୍ଭ - ଧନସ୍ଥ ତୃତୀୟାଧିପ ହେତୁ ବନ୍ଧୁମାନଙ୍କ ସହ-ଯୋଗରେ ଦୀର୍ଘଦିନରୁ ରହିଥିବା ବଜେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମୀନ - ଶୁକ୍ର ତୃତୀୟସ୍ଥ ଯୋଗୁଁ ଅନ୍ୟମାନଙ୍କୁ ମନେଇ ଆପଣାର କରିବାରେ ସମର୍ଥ ହେବେ । ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଉଦାର ପ୍ରକୃତିର ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.