Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||

ଗୁରୁବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

29/07/2020 at 8:04 PM

ମେଷ – ବ୍ୟୟଭାବରେ ରାଶ୍ୟାଧିପ ରହିଥିବାରୁ ସ୍ୱେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିବେ । ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌-ବେଗ ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ଚାଷୀ- ସପରିବାର ସହ ସମୟ ବିତାଇବେ ।

ବୃଷ – କେତୁଯୁକ୍ତ ବୃହସ୍ପତି କାରଣରୁ କୌଣସି ନୂତନ ଯୋଜନା କାର୍ଯ୍ୟକାରୀ ନ ହୋଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ମତାନ୍ତର ମଧ୍ୟରେ କାମ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ – ଶତ୍ରୁ ଦୃଷ୍ଟିରେ ରବି ରହିଥିବାରୁ ପଦସ୍ଥବ୍ୟକ୍ତିଙ୍କ ସହ ମତପାର୍ଥକ୍ୟଜନିତ କଳହର ଆଶଙ୍କା ରହିଛି । ମୃଗଶିରା ନକ୍ଷତ୍ର ଅବଶ୍ୟ ବନ୍ଧୁଙ୍କ ସାହାର୍ଯ୍ୟରୁ କୌଣସି ନୂତନ ଯୋଜନା ଆରମ୍ଭ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ର୍କକଟ – ବଳହୀନ ଚନ୍ଦ୍ର ଦୈହିକ ଦୁର୍ବଳତା ସୃଷ୍ଟି କରିବ ଏବଂ ଅନ୍ୟମାନଙ୍କ ସହ ସୁସମ୍ପରେ ବାଧା ଆଣିବ । ତଥାପି ସମସ୍ୟା ଭିତରେ ମଧ୍ୟ ପରିବାର ଭିତରେ କାମ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ସିଂହ – ମଙ୍ଗଳ ଅଷ୍ଟମସ୍ଥ ଯୋଗୁ ଅଭାବନୀୟ ପରିସ୍ଥିତି ସଙ୍ଗକୁ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିପାରେ । ଶତ୍ରୁତା କରୁଥିବା ବ୍ୟକ୍ତିମାନେ କୌଣସି ସମସ୍ୟା ସୃଷ୍ଟି କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ଧନସ୍ଥାନ ପ୍ରତି ମଙ୍ଗଳଙ୍କ ଦୃଷ୍ଟି ଅର୍ଥ କିମ୍ବା ଜମିଜମା ସମ୍ପର୍କକୁ କେନ୍ଦ୍ର କରି ସମସ୍ୟା ସୃଷ୍ଟି କରିବ । କିନ୍ତୁ ଅନ୍ୟ ସବୁ କାମ ଶୃଙ୍ଖଳିତ ରହିବାରେ ବନ୍ଧୁଙ୍କ ସାହାର୍ଯ୍ୟ ଅବିସ୍ମରଣୀୟ ରହିପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା – ଅଭାବ ନ ଥିଲେ ମଧ୍ୟ ସମସ୍ୟା ଲାଗିରହୁଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ତଥାପି ପାଉ ନ ଥିବା ଜିନିଷଟି ଆକସ୍ମିକ ଭାବରେ ପାଇ ମନ ଏକବାର ଖୁସୀ ହୋଇଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା – ଶନିଙ୍କ ପ୍ରଭାବରେ ଦୃଢ ଇଚ୍ଛା ଶକ୍ତି ଆପଣଙ୍କୁ ଲକ୍ଷ୍ୟ ହାସଲ କରିବାରେ ସାହାର୍ଯ୍ୟ କରିବ । ଗମନାଗମନରେ ପ୍ରତିବନ୍ଧକଜନିତ ପରିବହନ ସମସ୍ୟାବହୁଳ ରହିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ତେଜସ୍ୱୀ ହେବେ ।
କର୍ମଜୀବି- ଶୁଭ ସମୟ ଉପସ୍ଥିତ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ଧନୁ – ସ୍ୱରାଶିରେ ଚତୁର୍ଥାଧିପ ଯୋଗୁଁ ନୂତନ ସ୍ଥାନ ପରିଦର୍ଶନ ଓ ବନ୍ଧୁମାନଙ୍କ ସହ ଭ୍ରମଣର ସୁଯୋଗ ପାଇପାରନ୍ତି । ଆଧ୍ୟାତ୍ମିକ ପରିବେଶରେ ସତ୍ ସଙ୍ଗୀଙ୍କ ସାନ୍ନିଧ୍ୟରେ ସମୟ କଟିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ଶନି ଦୃଷ୍ଟିରେ ମଙ୍ଗଳ ପାରିବାରିକ ସ୍ତରରେ ବିବାଦୀୟ ସ୍ଥିତି ଉତ୍ପନ୍ନ କରିବ । ତେଣୁ ସବୁ କଥାରେ ଟିକିଏ ପଛକୁ ରହି କାମ କରିବା ଭଲ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- କୃଷି କର୍ମକାରୀ ହେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ – ସପ୍ତମ ସ୍ଥିତିରେ ଶୁକ୍ର ଓ ଚନ୍ଦ୍ର ରହିଥିବାରୁ ଆଜି ଆପଣ ଅର୍ଥ, ସମ୍ମାନ ଓ ପ୍ରଶଂସା ପାଇ ଖୁସୀ ହେବେ । କିନ୍ତୁ କେତେକ କ୍ଷେତ୍ରରେ ବାକ୍ ଅସଂଯମତାଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଉଦାର ପ୍ରକୃତିର ହେବେ ।

ମୀନ – ମଙ୍ଗଳ ରାଶିରେ ମାନସିକ ସ୍ଥିତିକୁ ଉତ୍ତେଜନାପ୍ରବଣ କରାଇପାରେ । କଥା କଥାକେ ତର୍କବିତର୍କଲାଗି ରହିଲେ ମଧ୍ୟ ଆର୍ଥିକ ଦିଗରୁ ବହୁଳାଂଶରେ ଉପକୃତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ସାହସୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

   Related Posts