ଗୁରୁବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | June 24, 2020 IST

ମେଷ – ବିଭିନ୍ନ ସମସ୍ୟା ଥାଇ ମଧ୍ୟ କାର୍ଯ୍ୟରେ ସଫଳତା ଲାଭ କରିବେ । କୃଷିକ୍ଷେତ୍ର ଉପରେ ଅଧିକ ଧ୍ୟାନ ଦେଇପାରନ୍ତି । ଯାନବାହନ ସୁଖ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

    ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ   ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

                ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

                ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

                କର୍ମଜୀବି- ସମ୍ମାନିତ ହେବେ ।

                ବ୍ୟବସାୟୀ- ଅର୍ଥ ଲାଭ ହେବ ।

ବୃଷ – ମାମୁଲି କାର୍ଯ୍ୟରେ ବ୍ୟସ୍ତ ରହିବେ । ଲାଭବାନ୍ ହେବେ । ସାଧନାରେ ସିଦ୍ଧି ପ୍ରାପ୍ତ ଓ ବ୍ୟବସାୟ ଭଲରେ ଚାଲିବ । ସକଳ ଗୁଣଯୁକ୍ତ, ସୁଖୀ  ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।

                ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

                ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

                କର୍ମଜୀବି- କରତ୍‌କର୍ମା ହେବେ ।

                ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

                ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

                ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ - ସାଙ୍ଗଠନିକ କାର୍ଯ୍ୟରେ ନିଜକୁ ନିୟୋଜିତ କରି ପାରନ୍ତି । ଅଭୀଷ୍ଟ ସିଦ୍ଧି ହେବ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ତ୍ୟାଗଶୀଳ ଓ ନୀତିଜ୍ଞ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

                ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

                ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

                ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

                ବ୍ୟବସାୟୀ- ସଫଳତା ମିଳିବ ।

                ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

                କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

କର୍କଟ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଆଶାନୁରୂପ ହେବ । କାର୍ଯ୍ୟରେ ସଫଳତା ମିଳିବ । ଅର୍ଥ ସଞ୍ଚୟ କରିବେ । ଅପାର ଗୁଣର ଅଧିକାରୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

                ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

                ଚାଷୀ- ଶ୍ରମ ସାର୍ଥକ ହେବ ।

                ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

                କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

                ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

                ଗୃହିଣୀ- ସୁଖ ଅନୁଭବ କରିବେ ।

ସିଂହ – ବ୍ୟୟଭାର ଅଧିକ ହେବ । ପ୍ରାପ୍ୟ ପାଇବାକୁ ହେଲେ ଅପେକ୍ଷା କରିବାକୁ ପଡିବ । ଉପୁଜିଥିବା ସମସ୍ୟାକୁ ଦୂର କରିବାରେ ସକ୍ଷମ ହେବେ ।  ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

                ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

                ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।

                ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

                କର୍ମଜୀବି- କରତ୍‌କର୍ମା ହେବେ ।

                ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

                ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା – ମାନ୍ୟତା ପ୍ରାପ୍ତ ସହ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ । ଭୋଗ-ବିଳାସ କରିପାରନ୍ତି ।  ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

                ଚାଷୀ- ଜଳ ସଞ୍ଚୟ କରନ୍ତୁ ।

                ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

                ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

                କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

                ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

                ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – ଆୟ ଆଶାନୁରୂପ ହେବ । ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିପାରନ୍ତି । ସପରିବାରେ ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

                ରୋଗୀ- ଅସୁସ୍ଥ ଅନୁଭବ କରିବେ ।

                ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

                ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

                କର୍ମଜୀବି- ସମ୍ମାନିତ ହେବେ ।

                ଗୃହିଣୀ- ସୁଖୀ ହେବେ ।

                ବ୍ୟବସାୟୀ- ଅର୍ଥ ଲାଭ ହେବ ।

ବିଛା – ଯଶସ୍ୱୀ ହେବେ । ମନ ପ୍ରଫୁଲ୍ଲ ରହିବ । ପାରିବାରିକ ଶାନ୍ତି ଅବ୍ୟାହତ ରହିବ । ଆର୍ଥିକ ଲାଭର ସୂଚନା ମିଳୁଛି । ଆନନ୍ଦ-ଉଲ୍ଲାସରେ କାର୍ଯ୍ୟ ସଂପାଦନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।

                ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

                କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

                ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

                ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

                ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।

                ଚାଷୀ- ଶ୍ରମ ସାର୍ଥକ ହେବ ।

ଧନୁ – ଅଧିକ ଦାୟିତ୍ୱପୂର୍ଣ୍ଣ କାର୍ଯ୍ୟ ହାତକୁ ଆସିବ । ସେବାକ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ପୂଜ୍ୟ-ପୂଜା ଉପରେ ଗୁରୁତ୍ୱ ଦେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।

                କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

                ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

                ଗୃହିଣୀ- ସୁଖ ଅନୁଭବ କରିବେ ।

                ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

                ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

                ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମକର – ବନ୍ଧୁ ସହ-ଯୋଗ ପାଇ ଖୁସି ହୋଇପାରନ୍ତି । ଆଶା କରୁଥିବା ସୁବିଧା, ସୁଯୋଗ ହାସଲ କରିବାରେ ସକ୍ଷମ ହେବେ । ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

                କର୍ମଜୀବି- ଜଳଯାତ୍ରା ମନା ।

                ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

                ଗୃହିଣୀ- ଧାର୍ମିକ ହେବେ ।

                ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

                ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

                ଚାଷୀ- ଶ୍ରମ ସାର୍ଥକ ହେବ ।

କୁମ୍ଭ  - ଲକ୍ଷ୍ୟ ସ୍ଥଳରେ ନ ପହଞ୍ଚିବା ଯାଏ ବିଶ୍ରାମ ନେବାର ପ୍ରଶ୍ନ ଉଠୁ ନାହିଁ । ଆନନ୍ଦ  ଉତ୍ସବରେ ସମୟ ଅତିବାହିତ ହେବ । ବନ୍ଧୁ ସୁଖ ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

                ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

                ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

                ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

                କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

                ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

                ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ - ନିଜର ଜ୍ଞାନ-ଗରିମା ପାଇଁ ମନରେ ସାମୟିକ ଭାବେ ଅହଂଭାବ ଉଦ୍ରେକ ହୋଇପାରେ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

                ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

                ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

                ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

                କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

                ବ୍ୟବସାୟୀ- ବିଜୟୀ ହେବେ ।

                ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.