ଗୁରୁବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | September 02, 2020 IST

ମେଷ – ପରିବାରରେ ପୁଅ, ଝିଅଙ୍କ ସମ୍ପର୍କୀୟ ସମସ୍ୟା, ଭାଇ କିମ୍ବା ସହକର୍ମୀଙ୍କ ସହ ଝଗଡା ଦୁଶ୍ଚିନ୍ତାର କାରଣ ହେବ । ସ୍ୱାସ୍ଥ୍ୟ ମଧ୍ୟ ବିଶେଷ ଭଲ ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ବୃଷ – ଆଜି ଆପଣ, ଘର ସକାଶେ, ଜମିଜମା ପାଇଁ କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ବନ୍ଧୁ ଓ ପିଲାମାନେ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ଆପଣ ଆଜି କିଛି କଡା ଭାଷା ପ୍ରୟୋଗ କରି ଶତ୍ରୁତା ଅର୍ଜନ କରିବେ । ଯେଉଁ କ୍ଷେତ୍ରରେ ଯାହାକି ନିଷ୍ପତ୍ତି ନେବେ ତାହା ଶେଷ ସମୟରେ ଓଲଟା ପାଲଟ ହୋଇଯିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ ଅବଶ୍ୟ ସବୁ କଥାରେ ନରମି ରହି ପାରିଲେ ହିଁ ସୁଫଲ ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ସିଂହ – ଆପଣ ବହୁତ ପୂର୍ବରୁ ଯେଉଁ ପ୍ରାପ୍ୟ ପାଇବାର ଥିଲା ଆଜି ହିଁ ତାହା ପାଇବାର ସୂଚନା ମିଳିବ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ବୃଥା ସନ୍ଦେହ ଓ ଭୁଲ୍ ବୁଝାମଣା କାରନରୁ ପାରିବାରିକ କ୍ଷେତ୍ର ସମସ୍ୟା ବହୁଳ ରହିବ । ଯାନ୍ତ୍ରିକ ତ୍ରୁଟିକୁ ସୁଧାରି ନେଇ ଚାଳନାରେ ସତର୍କ ରହିବା ଭଲ, ନଚେତ୍ ହଇରାଣ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା – ସବୁ କଥାରେ ନୀରବଦ୍ରଷ୍ଟା ସାଜିବା ଦ୍ୱାରା ଆଗାମୀ ସମୟରେ ହଇରାଣରେ ପଡିପାରନ୍ତି । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା – କର୍ମକ୍ଷେତ୍ରରେ ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । କଚେରୀ ମାମଲା, ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ଧନୁ – ଆଜି ପଡୋଶୀ, ସହକର୍ମୀ କିମ୍ବା ଭାଇ, ଭଉଣୀଙ୍କ କ୍ଷେତ୍ରରୁ କୌଣସି ସମ୍ମୁଖୀନ ହେବାକୁ ପଡିପାରେ । ନୂତନ କାମର ପରିକଳ୍ପନା କରିବା ସଙ୍ଗକୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ମକର – ଦୀର୍ଘଦିନରୁ କଥା କହୁ ନ ଥିବା ବନ୍ଧୁଟି ସହ ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ । କର୍ମକ୍ଷେତ୍ରରେ ଟେନ୍ସନ୍ କିଛି ମାତ୍ରାରେ କମିଯିବା କାରଣରୁ ଆଶ୍ୱସ୍ତି ଲାଭ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

କୁମ୍ଭ - ଆଜି ପରିବାରରେ ପିଲାମାନଙ୍କର କିଚି ସମସ୍ୟା ମନକୁ ବିଚଳିତ କରିବ । ଏଣେ ଅଫିସ୍‌ରେ ମଧ୍ୟ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୬ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ - ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ସଂକୁଚିତ ମନେ କରିବେ । ମନ ଭଲ ନ ଥିବା କାରଣରୁ କାହାର ଭଲ କଥା ମଧ୍ୟ ଆପଣଙ୍କୁ ଭଲ ଲାଗି ନ ପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.