ମଙ୍ଗଳବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 20, 2020 IST

ମେଷ – ଆଜି ଯେମିତି ଚାହୁଁଛନ୍ତି ଠିକ୍ ସେମିତି ପାଇବାରେ କୌଣସି ଅସୁବିଧା ହେବ ନାହିଁ । ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ପ୍ରତ୍ୟେକ କ୍ଷେତ୍ରରେ ନିଜର ଲୋକମାନେ ମଧ୍ୟ କ୍ରମଶଃ ଦୂରେଇ ଯାଉଥିବାର ଲକ୍ଷ୍ୟ କରିବେ । ନିକଟ ଅତୀତର ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି, ବାସ୍ତବରେ ସେପରି କିଛି ହେବନି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - କାମ ହାସଲ କରିବା କ୍ଷେତ୍ରରେ ନିଜର ଲୋକମାନେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି । ବନ୍ଧୁଙ୍କ ଠାରୁ ହାତ ଉଧାରି ଟଙ୍କା ଆଣି ଆବଶ୍ୟକତାରୁ ପୂରଣ କରିବାରେ ଯତ୍ନବାନ୍ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ର୍କକଟ – ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତି ଠାରୁ ଦୂରେଇ ରହିବା ଭଲ । ଯାନବାହନ, ଧାତୁ ଅଳଙ୍କାର, ଯାନ୍ତ୍ରିକ ଜିନିଷ, ବ୍ୟବସାୟରେ ଆଶାନୁରୂପ ସଫଳତା ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ସିଂହ – ବାଧ୍ୟବାଧକତାରେ ଅଧିକାଂଶ ସମୟ ବାହାରେ ରହିବା କାରଣରୁ ମନ ଭଲ ରହି ନ ପାରେ । କାମ ଗୁଡିକ ସବୁ ବହୁତ ବିଳମ୍ବରେ ହେଉଥିବାରୁ ଉଦ୍ ବେଗ ପ୍ରକାଶ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା – ସାମୟିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ୍ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ନିକଟ ସମ୍ପର୍କୀୟମାନଙ୍କ ଭଲ କରିବାକୁ ଯାଇ ନିଜକୁ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – ମନରେ ବିଭିନ୍ନ ପ୍ରକାରର ଦୁର୍ଭାବନା ବଢି ଚାଲିବା ହେତୁ ମନ ଓ କାମ ଶୃଙ୍ଖଳିତ ରହି ପାରିବ ନାହିଁ । ବ୍ୟବସାୟରେ ବିଶେଷ ଲାଭ ନ ହେଲେ ବି କ୍ଷତି ର ସମ୍ଭାବନା ବି ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା – ଆଜି ଯେଉଁ କାମ ହାତକୁ ନେବେ ଅବଶ୍ୟ ନିର୍ବିଘ୍ନ ରେ ସମାପନ କରିବାରେ କୌଣସି ଅସୁବିଧା ହେବ ନାହିଁ । ସମସ୍ୟାର ଯଥାବିଧି ସମାଧାନ ପାଇଁ ତତ୍ପରତା ପ୍ରକାଶ କରିପାରିଲେ ସଫଳତା ମିଳିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଗହିଣୀ- ସଦିଚ୍ଛା ଭାବ ରହିବ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।

ଧନୁ – ପୂର୍ବସ୍ଥିରୀକୃତ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇ କାମ ହାସଲ କରିପାରିବେ । ଦୀର୍ଘ ପଥ ଭ୍ରମଣ ସ୍ୱାସ୍ଥ୍ୟ ସକାଶେ ବାଧକ ସାଜିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।

ମକର – ଅନ୍ୟର ମନ ଅନୁଯାୟୀ କାମ କରିପାରିଲେ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ବଢାଇବାର ଆଶଙ୍କା ରହିଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

କୁମ୍ଭ - ବନ୍ଧୁମାନଙ୍କ ସହମତି ସ୍ଥଗିତ ଯୋଜନାକୁ ତ୍ୱରାନ୍ୱିତ କରିବାରେ ସାହାର୍ଯ୍ୟ କରିବ । ଯାହା ଖୋଜୁଛନ୍ତି ତାହା ପ୍ରତିବେଶୀଙ୍କ ସାହାର୍ଯ୍ୟ ଓ ସହ-ଯୋଗରୁ ଉପକୃତ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଉଦାର ପ୍ରକୃତିର ହେବେ ।

ମୀନ - କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାଜନିତ ଅଟକି ରହିଥିବା କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି । ସାମାଜିକ କ୍ଷେତ୍ର, ବ୍ୟବସାୟିକ ସ୍ଥିତି , ଗବେଷଣା, ଆଲୋଚନା ,ସାହିତ୍ୟରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- କୃଷି କର୍ମକାରୀ ହେବେ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ତେଜସ୍ୱୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.