Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ମଙ୍ଗଳବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

27/07/2020 at 5:09 PM

ମେଷ – ଆଜି ଚନ୍ଦ୍ରଙ୍କ ସପ୍ତମ କେନ୍ଦ୍ରବବସ୍ଥାନ କାରଣରୁ ସବୁ କାମ ସୁରୁଖୁରୁରେ ହୋଇଯିବ । ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ବଦଖର୍ଚ୍ଚୀ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ସପ୍ତମାଧିପତି ଶନି ଦୃଷ୍ଟିରେ ଥିବାରୁ ଆଜି ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । ଅପ୍ରିୟ ସତ୍ୟ ଭାବଷଣରୁ ନିବୃତ୍ତ ରହିବା ଭଲ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

ମିଥୁନ – ରାହୁ ଓ ବୁଧ ନିଜ ରାଶିରେ ରହିଥିବାରୁ ବିଭିନ୍ନ ପ୍ରକାରର ଦୁଶ୍ଚିନ୍ତାରେ ମନ ଉଚ୍ଛନ୍ନ ରହିବ । ଗୁରୁଜନଙ୍କ ସ୍ୱାସ୍ଥ୍ୟହାନି ବଢାଇ ପାରେ । ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ର୍କକଟ – ଶନିଦୃଷ୍ଟି କର୍ମାଧିପ ଯୋଗୁଁ କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ସହକର୍ମୀ କାମଟି କରିଦେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗହିଣୀ- ସଦିଚ୍ଛା ଭାବ ରହିବ ।

ସିଂହ – ସ୍ୱଗୃହୀ ଶୁକ୍ର ପ୍ରଭାବରୁ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଭଲ କଥା କହିଲେ ମଧ୍ୟ ତାହା ବନ୍ଧୁକୁ ସୁହାଇବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା – ଚନ୍ଦ୍ରଙ୍କ ପ୍ରଭାବରୁ ଦୀର୍ଘ ଦିନରୁ ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ସାମୟିକ ମାନସିକ ଅସ୍ଥିରତା ଦେଖା ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା – କର୍ମାଧିପ ରାଶିରେ ଅବସ୍ଥାନ କରୁଥିବାରୁ ଆଜି ଅଫିସ୍ କାମରେ ବେଶି ସମୟ କଟାଇବେ । ଘର ପାଇଁ ମୂଲ୍ୟବନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା – ତୃତୀୟାଧିପ ସ୍ୱଗୃହୀ ଯୋଗୁଁ ଆଜି ସକାଳୁ ସକାଳୁ ଶୁଭ ଖବର ପାଇ ମନ ଖୁସୀ ହୋଇଯିବ । କିନ୍ତୁ ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟ ପାଇଟ ହୋଇଯିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ଧନୁ – ଶନି ଦୃଷ୍ଟିରେ ମଙ୍ଗଳ ଯୋଗୁ ପାରିବାରିକ ସ୍ତରରେ ଟେନ୍ ସନ୍ କିଛି ମାତ୍ରାରେ ବଢିଯିବ । କର୍ମକ୍ଷତ୍ରରେ ମନର ବଳ ଖୁବ୍ ଟାଣ ରଖି କାର୍ଯ୍ୟ ସାଧନ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପ୍ରତିଯୋଗିତାରେ ବିଜୟୀ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – ଶୁକ୍ର ଓ ଚନ୍ଦ୍ର ଷଡାଷ୍ଟକ ସ୍ଥିତିରେ ଥିବାରୁ ଛୋଟ ଛୋଟ କାମ ହାତକୁ ନେଇ ଦ୍ୱନ୍ଦ୍ୱରେ ପଡିପାରନ୍ତି । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ସପରିବାର ସହ ସମୟ ବିତାଇବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଆଦର୍ଶ ବ୍ୟକ୍ତିତ୍ୱ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।

କୁମ୍ଭ – ଗୁରୁକ୍ଷେତ୍ରସ୍ଥ ମଙ୍ଗଳ ହେତୁ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ନିଜେ କଷ୍ଟ ଅନୁଭବ କଲେ ମଧ୍ୟ କର୍ମକ୍ଷେତ୍ରରେ ପ୍ରିୟ କଥା କହି ପରିବେଶକୁ ଲାଘବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଆଦର ମିଳିବ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ତେଜସ୍ୱୀ ହେବେ ।
କର୍ମଜୀବି- କର୍ମ ଚଞ୍ଚଳ ରହିବେ ।
ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମୀନ – କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେ ନାହିଁ । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

   Related Posts