ବୁଧବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | September 01, 2020 IST

ମେଷ – କର୍ମସ୍ଥ ଶନି ହେତୁ କୌଣସି ନୂଆଁ କାମଟିଏ ଆରମ୍ଭ କରିବା ସକାଶେ ବ୍ୟୟ ଅଟକଳ କରିବେ । ଯାନ ବାହନ. ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକନାରୁ ସୁଫଳ ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ – କେନ୍ଦ୍ରସ୍ଥ ରବି ଓ ବୁଧ ଯୋଗୁ ଆଜିର ଆକସ୍ମିକ ଦୂରଯାତ୍ରା ସଙ୍ଗକୁ ବ୍ୟୟ ବହୁଳତା ମାନସିକ ଯନ୍ତ୍ରଣାର କାରଣ ହେବ । ପ୍ରତିବନ୍ଧକ କାରଣରୁ କାମଗୁଡିକ ସୁବିଧାରେ ନ ହେଉଥିବାରୁ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ - ଆଜିର ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

କର୍କଟ – ଆଜି କର୍ମସ୍ଥ ମଙ୍ଗଳ ପାପଗ୍ରହ ଦୃଷ୍ଟିରୁ ଘରୋଇ କାମ ସଙ୍ଗକୁ ଅପିସ୍ କାମର ଜଞ୍ଜାଳ ବଢିଯିବ, ଫଳରେ ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – ରାଶ୍ୟାଧିପତିଙ୍କ ଶୁଭତ୍ୱରୁ ଟିକିଏ ଦୂର ସ୍ଥାନକୁ ଯିବା ପାଇଁ ମନସ୍ଥ କରିଥିବାରୁ ଅତ୍ୟାବଶ୍ୟକ କାର୍ଯ୍ୟ ସମାପନ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଗୃହିଣୀ- ପରକୁ ଆପଣାର କରିବେ ।

କନ୍ୟା – ସ୍ୱାସ୍ଥ୍ୟ ଭଲ ରହିବା ସହ କୌଣସି ନୂତନ କର୍ମାରମ୍ଭ କରି ସୁଖୀ ହୋଇପାରନ୍ତି । ସାଂସ୍କୃତିକ, ସାମାଜିକ ଅନୁଷ୍ଠାନରେ ଅନ୍ୟମାନଙ୍କର ପ୍ରିୟଭାଜନ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା – ବହୁତ ଦିନ ହେଲା ଯେମିତି ଭାବୁଥିଲେ ଆଜି ଠିକ୍ ସେମିତି ସମ୍ପନ୍ନ କରିବାରେ କିଚି ଅସୁବିଧା ହୋଇଯିବ, କିନ୍ତୁ ମନ ଅସ୍ଥିର ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବିଛା – ଆପଣଙ୍କ ଚେଷ୍ଟା ଅବ୍ୟାହତ ରଖନ୍ତୁ ଅବଶ୍ୟ ବିଳମ୍ବିତ ସମୟରେ ଲକ୍ଷ୍ୟପ୍ରାପ୍ତି ଅବଶ୍ୟ ଘଟିବ । ଖର୍ଚ୍ଚର ପରିମାଣ ବୃଦ୍ଧି ପାଇଲେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଧନୁ – ଆଜି ଦିନଟିରେ ସବୁ ପ୍ରକାର ଅନୁକୂଳ ପରିବେଶ ଓ ପରିସ୍ଥିିତି ସୃଷ୍ଟି କାମକୁ ସରସ ସୁନ୍ଦର କରିବ । କିନ୍ତୁ ଅଳସୁଆମି ପଣ ଓ କାଳକ୍ଷେପଣ ନୀତିରୁ ଦୂରେଇ ନ ରହିଲେ ସୁଯୋଗ ହରାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – ବନ୍ଧୁ ମେଳରେ ଅଧିକାଂଶ ସମୟ ଅତିବାହିତକୁ ନେଇ ପରିବାରରେ ଯୁକ୍ତିର୍କର ସମ୍ମୁଖୀନ ହେବାକୁ ପଡିପାରେ । ପରିବାରରେ ଛୋଟ ଛୋଟ କଥାରେ କଳହ ଲାଗିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ - ଆଜି ହସ, ଖୁସୀ, ମଜା ମଉଜ ମଧ୍ୟରେ ଆପଣ ସମୟ ଅତିବାହିତ କରିବେ । ନିର୍ମାଣ କାମ ଧିମେଇ ଯିବ ଓ ଆବଶ୍ୟକତା ପୁରଣ ପାଇଁ କେତେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମୀନ - ବନ୍ଧୁ ମେଳରେ ଅଧିକାଂଶ ସମୟ ଅତିବାହିତକୁ ନେଇ ପରିବାରରେ ଯୁକ୍ତିତର୍କରେ ସମ୍ମୁଖୀନ ହେବାକୁ ପଡିପାରେ । କିନ୍ତୁ ସନ୍ତାନଙ୍କ ଦାବିକୁ ଅଗ୍ରାହ୍ୟ କରି ପରିବାରରେ ଛୋଟ ଛୋଟ କଥାରେ କଳହ ଲାଗିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.