Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବୁଧବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

11/08/2020 at 5:19 PM

ମେଷ – ବାଧକାଧିପ କର୍ମସ୍ଥ ଯୋଗୁ କର୍ମକ୍ଷେତ୍ରରେ ସମସ୍ୟା ଅବଶ୍ୟ ଲାଗି ରହିବ, କିନ୍ତୁ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବୃଷ – ଭାଗ୍ୟଧିପ ପ୍ରଭାବରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ଆପଣଙ୍କ ସହ ଭଲ ସମ୍ପର୍କ ନ ଥିବା କୌଣସି ବ୍ୟକ୍ତି ସମସ୍ୟାକୁ ବଢାଇ ଦେଇପାରନ୍ତି । ମୃଗଶିରା ନକ୍ଷତ୍ରର ପୂର୍ବ ଯୋଜନା ଅନୁଯାୟୀ କର୍ମ କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ – ଆଜି ବୁଧାଦିତ୍ୟ ଯୋଗରୁ ଯାହା କରନ୍ତୁ ନା କାହିଁକି, ସବୁ କାମ ସହଜ ଓ ସୁବିଧାରେ ସମ୍ପନ୍ନ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ – ଏକାଦଶସ୍ଥ ଶୁକ୍ର ଓ ରାହୁ ପ୍ରଭାବରୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – କାମଗୁଡିକ ରାହୁଙ୍କ ଯୋଗୁଁ ସମସ୍ୟାବହୁଳ ହେତୁ ମନରେ ସରସତା ରହିବ ନାହିଁ । ବିଳାସ ଉପକରଣ କିଣିବା ସକାଶେ ଘରୁ ବରାଦ ପାଇ ପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା – କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ଅଭିଳାଷ ପୂରଣ ଦିଗରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – ତୃତୀୟ ସ୍ଥାନ ବଳବାନ୍ ଯୋଗୁଁ ବନ୍ଧୁମାନଙ୍କଜ ସହ ଆଜିର ସକାଳୁଆ ଯାତ୍ରା ମନକୁ ଆହ୍ଲାଦିତ କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ଧନୁ – ପ୍ରତ୍ୟେକ କ୍ଷେତ୍ରରେ ଭଲ ବ୍ୟବହାର ପ୍ରଦର୍ଶନ କରି ସମସ୍ତଙ୍କର ପ୍ରିୟପାତ୍ର ହେବେ । ବନ୍ଧୁମାନଙ୍କ ଜରିଆରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗହିଣୀ- ସଦିଚ୍ଛା ଭାବ ରହିବ ।

ମକର – ଶନି ପ୍ରଭାବରେ ସାମାନ୍ୟ ଥଣ୍ଡାଜନିତ କାରଣରୁ ଦେହଟା ଭଲ ଲାଗିବ ନାହିଁ । ପରିବାର ଭିତରେ, ବ୍ୟବସାୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – କାମଗୁଡିକ ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାରେ ହୋଇପାରୁଛି ଆପଣଙ୍କ ପାଇଁ ତାହା ନ ହେବା କାରଣରୁ ଦୁଃଖ ପ୍ରକାଶ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମୀନ – କର୍ମକ୍ଷେତ୍ରରେ ହଠାତ୍ ଉପରିସ୍ଥଙ୍କ ଚାପରେ ବାହରକୁ ଯିବାକୁ ପଡିପାରେ । ପାରିବାରିକ ସମସ୍ୟା ବିଷୟରେ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ଶୁଭ ରଙ୍ଗ ନୀଳ । ଶୁୃଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

   Related Posts