ବୁଧବାର ରାଶିଫଳ, କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | June 09, 2020 IST

ମେଷ – ବିଭିନ୍ନ ଦିଗରୁ ଧନ ପ୍ରାପ୍ତିର ସୂଚନା ମିଳୁଛି । ଆର୍ଥିକ ଅଭିବୃଦ୍ଧି ଘଟିବ । ବାଣିଜ୍ୟ କାରବାର ଲାଭଜନକ ହେବ । ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଦେହ ସୁସ୍ଥ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗ ହାତ ଛଡା କରିବେ ନାହିଁ ।
ଗୃହିଣୀ- କାର୍ଯ୍ୟ ବ୍ୟସ୍ତ ରହିବେ ।
ବୃଷ – କର୍ତ୍ତବ୍ୟନିଷ୍ଠ ହେବେ । ମନରେ ଉଦ୍‌ବେଗ ଜାତ ହୋଇପାରେ । ଜ୍ଞାନ-ଗରିମା ବୃଦ୍ଧି ହେବ । କର୍ମକ୍ଷେତ୍ର, ସାମାଜିକ କ୍ଷେତ୍ରରେ ପ୍ରଭାବଶାଳୀ ହେବେ । ସ୍ୱାଭିମାନୀ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- କୃଷ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ରୋଗୀ- ସାମାନ୍ୟ ସୁସ୍ଥ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗର ଲାଭ ଉଠାନ୍ତୁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମିଥୁନ - ମାଙ୍ଗଳିକ କାର୍ଯ୍ୟରେ ମନୋନିବେଶ ସହ ଶାରିରୀକ ପୀଡା ଅନୁଭବ କରିପାରନ୍ତି । ଅଷ୍ଟମ ଚନ୍ଦ୍ର ଓ ଘାତ ଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ଯାନବାହନରେ ସତର୍କ ରହିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ କ୍ଷତି ନ ହେବା ପାଇଁ ଜଳବାୟୁ ବିଭାଗ ସହ ସଂଯୋଗ ରଖନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହୋଇପାରେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ନାହିଁ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ଲାଭ କରିବେ ।
ଗୃହିଣୀ- ସାମାନ୍ୟ ଅସୁସ୍ଥ ଅନୁଭବ କରିବେ ।
କର୍କଟ – କାର୍ଯ୍ୟରେ ଆଗ୍ରହୀ ହେବେ । ଅର୍ଥ ପ୍ରାପ୍ତିର ସୁଯୋଗ ଅଛି । କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ସୁଖ-ସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲାଭବାନ୍ ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ସିଂହ – ଆଶା କରୁଥିବା କାର୍ଯ୍ୟ ହସ୍ତଗତ ହୋଇପାରେ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ବିଧି-ବିଧାନରେ ପରିଚାଳିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଆଜିକା ଦିନରେ ଜଳବାୟୁ ସହ ସଂପର୍କ ନିହାତି ରଖିବା ଉଚିତ୍ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ପାଇଁ ସମ୍ମାନ ପାଇବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସାମନ୍ୟ ପିଡା ଭୋଗ କରିବେ ।
କନ୍ୟା – କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ବିବାଦୀୟ ପରିସ୍ଥିତି ଉପୁଜିପାରେ । ଚିନ୍ତିତ ହୋଇପାରନ୍ତି । ଉନ୍ନତ ମାନସିକତା ନେଇ କାର୍ଯ୍ୟ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଚାଷ କାର୍ଯ୍ୟ ପାଇଁ ସଜାଗ ରୁହନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଭୋଗ କରିବେ ।
ତୁଳା – ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ । ବ୍ୟବସାୟରେ ଢେର ଉନ୍ନତି ଘଟିବ । ଆୟ ବୃଦ୍ଧିର ସୂଚନା ମିଳୁଛି । ପରୋପକାରୀ ହେବେ । ବିଦ୍ୱାନ୍ ବ୍ୟକ୍ତିଭାବେ ପରିଚିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଚାର୍ଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଦୁସାଧ୍ୟ ରୋଗର ପରିସମାପ୍ତି ଘଟିବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣରେ ମନ ଦେବେ ।
କର୍ମଜୀବି- ପରିଶ୍ରମର ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ପ୍ରାପ୍ତି ସହ ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟ ବ୍ୟସ୍ତ ପାଇଁ , ଅସୁସ୍ଥ ଅନୁଭବ କରିବେ ।
ବିଛା – କର୍ମକ୍ଷେତ୍ର ଶାନ୍ତିଦାୟକ ହେବ । ନିଜ କାର୍ଯ୍ୟରେ ଆତ୍ମ ସନ୍ତୋଷ ଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ବହୁ ଶୁଭଫଳ ମିଳିବ । କର୍ମକ୍ଷେତ୍ରରେ ଉନ୍ନତି ଘଟିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିରେ ଘାଇ ବନାନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶ ନିହାତି ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅସୁଥିବା ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ଧନୁ – କାର୍ଯ୍ୟରେ ସିଦ୍ଧିପ୍ରାପ୍ତ ହେବେ । ଆନନ୍ଦ ଉଲ୍ଲାସ ମଧ୍ୟରେ ଦିନଟି ଅତିବାହିତ କରିପାରନ୍ତି । ସୁଗୁଣ ସମ୍ପନ୍ନ ଓ ଧନବାନ୍ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟରେ ସଫଳ ହେବେ ।
ରୋଗୀ- ଆଜି ଦିନଟି ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବିି- କାର୍ଯ୍ୟରେ ଉନ୍ନତି କରିବେ ।
ବ୍ୟବସାୟୀ- ସୁଯୋଗ ମିଳିପାରେ ।
ଗୃହିଣୀ- ପିଲାମାନଙ୍କ ପାଇଁ ଚିନ୍ତିତ ରହିବେ ।
ମକର –ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବିଭିନ୍ନ ଦିଗରୁ ସହଯୋଗ ମିଳିବ । ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ସଂଯୋଗ ରଖନ୍ତୁ ।
ରୋଗୀ- ରୋଗୀ ସାମାନ୍ୟ ସୁସ୍ଥ ହେବେ ।
ଛାତ୍ରଛାତ୍ରୀ – ବିଦ୍ୟାରେ ସଫଳ ହେବେ ।
କର୍ମଜୀବି- କାର୍ଯ୍ୟ ରେ ସମ୍ମାନ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସନ୍ତାନ ପାଇଁ ଚିନ୍ତିତ ରହିବେ ।
କୁମ୍ଭ - ଯାନବାହନ ସୁଖ ମିଳିପାରେ । ନୂତନ ବନ୍ଧୁ ପ୍ରାପ୍ତିର ସୂଚନା ମିଳୁଛି । ଅତିଥି ସତ୍କାରରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ଆତ୍ମ ସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- କୃଷି କାର୍ଯ୍ୟାଳୟରୁ ଉତ୍ତମ ବିହନ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହୋଇପାରେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଖର୍ଚ୍ଚ ପରିମାଣ ବଢିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମୀନ - ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ଶାସ୍ତ୍ର ବିସାରଦ ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରି ସନ୍ତୁଷ୍ଟ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ଞ୍ଜ ।
ଚାଷୀ- ଜଳବାୟୁ ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ସାମନ୍ୟ ଅସୁସ୍ଥ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟକ୍ଷେତ୍ରରେ ପ୍ରଶଂସାର ପାତ୍ର ହେବେ ।
ବ୍ୟବସାୟୀ- ସଫଳତା ଲାଭ କରିବେ ।
ଗୃହିଣୀ- କାର୍ଯ୍ୟ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.