ରାଶିଫଳ: ଜାଣନ୍ତୁ ଆସନ୍ତାକାଲି ଛୁଟି ଦିନରେ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | December 19, 2020 IST

ମେଷ – ରବିବାର କାମଗୁଡିକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ, କିନ୍ତୁ ସମ୍ପୂର୍ଣ୍ଣଭାବରେ ଲାଭବାନ୍ ହେବେ । ଅଶ୍ୱିନୀ ବିଳାସବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବାର ସୂଚନା ରହିଛି। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ସମ୍ପର୍କୀୟଙ୍କ ସହ-ଯୋଗରୁ ଉପକୃତ ହେବେ କିନ୍ତୁ  ପଡୋଶୀଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡିବେ । ବନ୍ଧୁଙ୍କ ଦ୍ୱାରା ନିମନ୍ତ୍ର୍ଖଚ୍ଛ ହୋଇ ହଠାତ୍ ଯାତ୍ରା କରିବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ - ଆଜି ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ଚଳନ୍ତୁ ନତୁବା ଝମେଲା ବଢିଯାଇପାରେ । ପରିବାରର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ । 

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – କର୍ମକ୍ଷେତ୍ରରେ ସହକର୍ମୀ ହଇରାଣ ପକାଇବାକୁ ଚେଷ୍ଟା କରିବେ । ବିଭିନ୍ନ କ୍ଷେତ୍ରରୁ ଅଭିଯୋଗ ଆସିପାରେ, ଫଳରେ ଟେନ୍‌ସନ ଲାଗି ରହିବ । ସଂଗଠନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖା ଦେଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଚାଷୀ- ଉତ୍ତମ ଫଳ ପାଇବେ ।

ସିଂହ – ଅଭାବ ଓ ଧାରକରଜ ହେତୁ ମନ ବେଶି ବିବ୍ରତ ରହିବ କିନ୍ତୁ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଶତ୍ରୁମାନେ  ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ । ସ୍ୱାସ୍ଥ୍ୟ ରେ ସମସନ୍ୟ ବ୍ୟତିକ୍ରମ ଦେଖା ଦେବ କିନ୍ତୁ ବିଶେଷ ଅସୁବିଧା ହେବନି । ସୁନା ଜିନିଷ କିଣା ବିକାରେ ଠକାମିରେ ପଡିପାରନ୍ତି। ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ପିଲାର ସ୍ୱାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ମନ ଭଲ ରହିବ ନାହିଁ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ବ୍ୟବସାୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ରଙ୍ଗ ୯ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ସମସ୍ୟାରେ ପଡି ବିରସ ମନରେ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ । ମାତ୍ର ସାମାଜିକ ସ୍ତରରେ ତଥା ସାହିତ୍ୟ ଓ ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଏକ ଭିନ୍ନ ପରିସ୍ଥିତିରେ ଭଟ୍ଟା ପଡିଥିବା ସମ୍ପର୍କ ପୁଣି ବନ୍ଧୁ ଗହଣାରେ ଯୋଡି ହୋଇଯିବ । କ୍ରୀଡା, ସାହିତ୍ୟ, ସଙ୍ଗୀତ , ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତିଯୋଗିତାରେ ସଫଳତା ହାସଲ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର – ଅଟକି ରହିଥିବା କାମ ବନ୍ଧୁ ସୁବିଧାରେ କରାଇ ଦେଇପାରନ୍ତି । ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଜମିଜମା କିମ୍ବା ଘରସୀମାକୁ କେନ୍ଦ୍ର କରି ଟଣାଓଟରା ଦେଖା ଦେଇପାରେ । ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ  - ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍ ସଙ୍ଗ ଓ ଭ୍ରମଣ ସୁଯ୍ଧେଜ୍ଞ ପାଇବେ । ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବାର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମୀନ - ପାରିବାରିକ ପ୍ରତିରୋଧ ହେତୁ କାମଗୁଡିକ ଅଟକି ଯିବାରୁ ଖୁସି ହୋଇପାରିବେନି । କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବାରୁ ସାମୟିକ ମନ ଖୁସି ରହିବ । ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୮ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.