Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ରବିବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

25/07/2020 at 7:21 PM

ମେଷ – ଦାମୀନୀ ଯୋଗ ପ୍ରଭାବରୁ ଦୀର୍ଘ ଦିନରୁ ଆଶା କରିଥିବା ମୂଲ୍ୟବାନ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇପାରନ୍ତି । ପାରିବାରିକ ସମସ୍ୟା ସଜାଡିବାରେ ବ୍ୟସ୍ତ ରହିପପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – କ୍ଷେତ୍ରସିଂହାସନ ଯୋଗ ପ୍ରଭାବରେ କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବୃଦ୍ଧି ପାଇବ । ନିଜ ସମ୍ପର୍କୀୟ ବନ୍ଧୁ ମାନଙ୍କ ସହାୟତା ଲାଭ କରି କାର୍ଯ୍ୟ ହାସଲ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ – ମୁଖ ଭାବରେ ସୂର୍ଯ୍ୟଙ୍କ ସ୍ଥିତି ପ୍ରତିଦ୍ୱନ୍ଦ୍ୱିତାକୁ ପ୍ରତିହତ କରିବାରେ ସମର୍ଥ ହେବ । ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ପାରିବାରିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।

ର୍କକଟ – ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା କାରଣରୁ ବିଶୃଙ୍ଖଳା ଘଟିପାରେ । ସଭାସମିତି କିମ୍ବା ଅଫିସ୍ କାମରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ସିଂହ – ସେପରି କିଛି ବଡ ଧରଣର ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ । କେତେକ କ୍ଷେତ୍ରରେ ପୂର୍ବାଫାଲଗୁନୀ ପାଇଁ ଆତ୍ମୀୟମାନେ ଆବଶ୍ୟକୀୟ ସହ-ଯୋଗ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା – ଦୀର୍ଘ ଦିନର ଅପୂରଣୀୟ ଆଶା ମନକୁ ବାରମ୍ବାର ଆଲୋଚନା କରି ଆଶାନ୍ତି ସୃଷ୍ଟି କରିପାରେ । କୃତ୍ତକା ନକ୍ଷତ୍ରସ୍ଥ ଚନ୍ଦ୍ର ପ୍ରଭାବରେ ଅବହେଳା ଯୋଗୁ କେତେକ କାର୍ଯ୍ୟ ଅଟକି ଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ବୁଧ ନକ୍ଷତ୍ରସ୍ଥ ମଙ୍ଗଳ ଯୋଗୁ ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
କର୍ମଜୀବି- ବଦଖର୍ଚ୍ଚୀ ହୋଇପାରନ୍ତି ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।

ବିଛା – ଆଜି ଭାଗ୍ୟାଧିପ କେନ୍ଦ୍ରସ୍ଥ ଯୋଗୁ ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ଅବଶ୍ୟମ୍ଭାବୀ । ଆଲୋଚନା କାଳରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ତେଜସ୍ୱୀ ହେବେ ।
କର୍ମଜୀବି- ବଦଖର୍ଚ୍ଚୀ ହେବେ ।
ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।
ଗୃହିଣୀ- ଉଦାର ପ୍ରକୃତିର ହେବେ ।

ଧନୁ – ଶନିଙ୍କ ପ୍ରଭାବରୁ ପ୍ରତ୍ୟେକ କଥାକୁ ଜାଣିଶୁଣି ନୀରବତା ଅବଲମ୍ବନରୁ ଉତ୍ସିତ ହୋଇପାରନ୍ତି । ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇ ଯିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର – କର୍ମାଧିପ କୋଣଭାବସ୍ଥ ସ୍ୱଗୃହୀ ଯୋଗୁଁ ଆଜି କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଆଶାତୀତ ସଫଳତା ହାସଲ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଶୁଭ ଫଳ ପାଇ ପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପ୍ରତିଯୋଗିତାରେ ବିଜୟୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଉଦାର ପ୍ରକୃତିର ହେବେ ।

କୁମ୍ଭ – ବଳବାନ୍ ଚତୁର୍ଥାଧିପତିଙ୍କ ଯୋଗୁ ପାରିବାରିକ ଓ କର୍ମକ୍ଷେତ୍ରରେ ସହଜରେ କାମ ହାସଲ କରିବେ । ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ସମ୍ମାନ ମିଳିବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ବଦଖର୍ଚ୍ଚୀ ହେବେ ।
ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ପାପଗ୍ରହଯୁକ୍ତ ବୁଧଙ୍କ ଯୋଗୁ ପାରିବାରିକ ସମସ୍ୟା ସାମାଧାନର ଚିନ୍ତାକରି ଦୁର୍ଭାବନା ବଢିଚାଲିବ । ଶତ୍ରୁତା ଓ ସ୍ୱାସ୍ଥ୍ୟହାନି ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ବାତାବରଣ ସୃଷ୍ଟି କରିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

   Related Posts