Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ଫେବ୍ରୁଆରୀ ୨୧ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

21/02/2021 at 7:00 AM

ମେଷ – ଆଜି ସ୍ୱାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ ଅଟକିବ ନାହିଁ । କିନ୍ତୁ ସଭା ସମିତିରେ ନିଜ ସୀମା ଭିତରେ ରହିବା ଭଲ, ନଚେତ୍‌ ସାଧାରଣ କଥାରେ ସମସ୍ୟା ଆସିବ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖୀ ହେବେ ।


ବୃଷ – ଆଜି ବିଭିନ୍ନ କ୍ଷେତ୍ରରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇଥିବା ହେତୁ ମନୋବଲ ବୃଦ୍ଧି ପାଇବ । ମାଙ୍ଗଳିକ କାମରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ରହିଲେ ମଧ୍ୟ ଟେନ୍‌ସନ ରହିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – ବିଭିନ୍ନ ପ୍ରକାରର ସଂଘର୍ଷମୟ ସ୍ଥିତି କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । କାର୍ଯ୍ୟକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।


କର୍କଟ – ଆଜି ଗୁରୁତ୍ୱପୂର୍ଣ୍ଣ କଥାଟିକୁ ପାସୋରି ଦେବାରୁ ସମସ୍ୟା ଉପୁଜିପାରେ । ପୂର୍ବରୁ ବିରୋଧୀ ଥିବା ବନ୍ଧୁ ପ୍ରତି ସତର୍କ ରହନ୍ତୁ, ନଚେତ୍‌ ଅସୁବିଧାରେ ପଡିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।


ସିଂହ – ସହଯୋଗ ଅଭାବରୁ କାର୍ଯ୍ୟ ମଉଳି ଯିବାକୁ ବସିପାରେ । ପରିସ୍ଥିତିରେ ପଡି ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

କନ୍ୟା – ଆପଣ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଦ୍ୱାରା ଅନ୍ୟମାନେ ବିଭିନ୍ନ ପ୍ରକାରର ଟୀକାଟିପ୍ପଣୀ ଦେଇପାରନ୍ତି । ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୨ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।


ତୁଳା – ଆଜି କେତେକ ଅପୂରଣୀୟ ଆଶା ମନରେ ଆଲୋଡନ ସୃଷ୍ଟି କରିବ । କୌଣସି ବିବାଦୀୟ କ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ସ୍ୱାଭିମାନୀ ହେବେ ।


ବିଛା – ଯାହାକୁ ନିଜର ଭାବୁଛନ୍ତି, ସେହୁମାନେ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ସହିପାରିବେ ନାହିଁ । ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ଶୁଭ ଅଙ୍କ ଗାଢ ନୀଳ । ଶୁଭ ଅଙ୍କ ୩ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ପରକୁ ଆପଣାର କରିବେ ।


ଧନୁ – ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହା ଠିକ୍‌ ସାମ୍‌ନା କରିବା ପାଇଁ ଚେଷ୍ଟା କରିବେ । ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।


ମକର – ଆଜି ଅର୍ଥ ସାହାର୍ଯ୍ୟ ପାଇବା ଆଶାରେ ବନ୍ଧୁଙ୍କୁ ବିଭିନ୍ନ ପ୍ରକାରର କଥା କହି କାମ ହାସଲ କରିବେ । ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।


କୁମ୍ଭ – କର୍ମକ୍ଷେତ୍ରରେ କାହାର ମନଗଢା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ପରିବାରର ଅକୁହାକଥାକୁ ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ଶୁଭ ରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୭ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ଧାର୍ମିକ ହେବେ ।

ମୀନ- ପାରିବାରିକ , ସାମାଜିକ ଓ ଆନୁଷ୍ଠାନିକ କ୍ଷେତ୍ର ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ଚାଲୁରହିବ । କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୩ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ଧାର୍ମିକ ହେବେ ।

   Related Posts