ବୁଧବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | June 23, 2020 IST

ମେଷ – ମନ ପ୍ରସନ୍ନ ରହିବ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଭ୍ରାତୃଭାବ ଅତୁଟ ରହିବ । ଆସ୍ତିକ ଓ ମେଳାପୀ ପ୍ରକୃତିର ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ବୃଷ – ବୃଦ୍ଧିବଳରେ ଉନ୍ନୟନ କାର୍ଯ୍ୟ ହାତକୁ ଆଣିପାରନ୍ତି । ପରିଶ୍ରମର ମୂଲ୍ୟ ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟବସାୟରୁ ଅଧିକ ଧନଲାଭ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ - ତରବର ନ ହୋଇ ଅପେକ୍ଷାରତ ହେଲେ କାର୍ଯ୍ୟରେ ସଫଳ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

କର୍କଟ – ଉଚ୍ଚ ସମ୍ମାନ ଲାଭ କରିପାରନ୍ତି । ଚଞ୍ଚଳମନା ହେବେ । ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି । ପରକୁ ଆପଣାର କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ସଫଳତା ଲାଭ କରିବେ । ଲୋକପ୍ରିୟତା ଅର୍ଜନ କରିବେ । କର୍ମ ଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ନୀରାମୟ ଜୀବନ ଯାପନ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ଭାଗ୍ୟଶାଳୀ ଏବଂ ଭୋଗ-ବିଳାସରେ ଅତିବାହିତ ହୋଇପାରେ । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗହିଣୀ- ସଦିଚ୍ଛା ଭାବ ରହିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଶ୍ରମ ସାର୍ଥକ ହେବ ।

ବିଛା – ମିଳିଥିବା ସୁଯୋଗକୁ ହାତଛଡା ନ କରିବା ଭଲ । ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ସ୍ୱାଭିମାନି ହେବେ । ଶାରିରୀକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ଧନୁ – ବନ୍ଧୁ ସହୋଦରଙ୍କ ଠାରୁ ସହାୟତା ମିଳିବ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – ଆଶା କରୁଥିବା କାର୍ଯ୍ୟଟି ହାତକୁ ଆସିପାରେ । ବଦଖର୍ଚ୍ଚୀ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କୁମ୍ଭ - ନିଜର ଦାୟିତ୍ୱ ପାଇଁ ବ୍ୟଗ୍ର ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନଲାଭର ସୁଚନା ମିଳୁଛି । ବିଭିନ୍ନ ଦିଗରୁ ସହାୟତା ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ମୀନ - ଉଦାର ପ୍ରକୃତିର ହେବେ । ଦାନ-ଧର୍ମକୁ ଆଦରି ନେଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । କୃଷିକର୍ମକାରୀ ହେବେ । ପ୍ରେମୀ ଓ ବୁଦ୍ଧିମାନ୍ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.