ସୋମବାର ରାଶିଫଳ: ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | October 04, 2020 IST

ମେଷ – ଆଜିର ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ଆର୍ଥିକ ଅନଟନକୁ ବନ୍ଧୁ ଦୂରେଇବାର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ – ଆଜି ଭାଇ, ବନ୍ଧୁ ଓ ନ୍ଖକ୍ସ ଲୋକମାନଙ୍କୁ ମନେଇବାରେ ସଫଳ ହେବେ, ଯାହାକି ଆଗାମୀ ସମୟ ପାଇଁ କାମରେ ଆସିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ - ଅଯାଚିତ ଭାବେ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ଓ ହାତକୁ ନେଇଥିବା କାମ ହାସଲରେ ସମର୍ଥ ହେବେ । ପାରିବାରିକ ଅସ୍ଥିରତା ଲାଗି ରହିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ – ଭୁଲ୍ ବୁଝାମଣା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ଏବଂ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଅନ୍ୟଥା ସମସ୍ୟା ଭିତରକୁ ଯାଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ସିଂହ – କୌଣସି ବ୍ୟକ୍ତି ରାଗ ଶୁଝାଇବାକୁ ଯାଇ କଅଁଳ ଭାଷାରେ ନରମ କଥା କହି ଠିକଣା ସମୟରେ ପ୍ରତିଶୋଧ ନେବେ । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କନ୍ୟା – ବନ୍ଧୁଗହଣରେ ହସଖୁସିର ସହ ଆଲୋଚନାରେ ସମୟ କଟାଇବେ ଓ ଯାହା ଆଶା କରୁଛନ୍ତି ତାହା ଅବଶ୍ୟ ପାଇବେ । ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ ଏବଂ ପାରିବାରିକ ସ୍ଥିତି ଭଲ ରହିବ । ଅର୍ଥସଂକଟ କାରନରୁ କେତେକ କାମ ଅଟକି ରହିଯାଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ – କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରୁହନ୍ତୁ ନଚେତ୍ ଅନର୍ଥ ଅବଶ୍ୟମ୍ଭାବୀ । ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, ତଥାପି ଶେଷ ସମୟରେ ସ୍ଥଗିତ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୁଖଭାରା ଦିନଟି ।

ମକର – ପଡୋଶୀଙ୍କ ସହ ଟଙ୍କା ପାଇସାକୁ କେନ୍ଦ୍ର କରି ଆକସ୍ମିକ କଳହ ସୃଷ୍ଟି ହେବାର ସୂଚନା ରହିଛି । ପଦମର୍ଯ୍ୟାଦା ବୃଦ୍ଧିପାଇବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ - ଆଜି ବନ୍ଧୁମାନଙ୍କ ସହ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଆଳାପ ଆଲୋଚନାରେ ସମୟ କଟାଇବେ । ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମୀନ - ଉଦ୍ୟମ ସଫଳ ଦିଗରେ ଦୁଇଜଣ ଗୌରବର୍ଣ୍ଣ ବ୍ୟକ୍ତି ସାହାର୍ଯ୍ୟ କରିପାରନ୍ତି । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.