Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଲଗାଣ ବର୍ଷାରେ ଭୁଶୁଡିଲା ଚାଳ ଘର, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

15/09/2021 at 1:33 PM

ଧର୍ମଗଡ ୧୫।୯: କଳାହାଣ୍ଡି ଜିଲ୍ଲା ଧର୍ମଗଡରେ ଲଗାଣ ବର୍ଷାରେ ଭାଙ୍ଗିଲା ଘର । ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ ।

ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ କାଉଡଲା ଗାଁରେ ଏହି ଅଘଟଣ ଘଟିଛି । ଏହି ଗ୍ରାମର ହର ବେସ୍ରା, ତାଙ୍କ ସ୍ତ୍ରୀ ଏବଂ ତାଙ୍କ ପୁଅ ୩ଜଣ ଶୋଇଥିବା ବେଳେ ହଠାତ ତାଙ୍କ ଚାଳ ଛପର ଘର ଭୁଶୁଡି ପଡିଥିଲା । କିଛିଦିନ ଧରି ଲାଗିରହିଥିବା ଲଗାଣ ବର୍ଷା ଯୋଗୁଁ ଘରର କାନ୍ଥ ଭିଜି ଯାଇଥିବାରୁ ହଠାତ ଭୁଶୁଡି ପଡିଥିଲା ଘର । ସ୍ଥାନୀୟ ଲୋକ ଏବଂ କୋକସରା ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିବା ଜଣାପଡିଛି ।

   Related Posts